ETV Bharat / briefs

ଆସନ୍ତାକାଲି ମହାପ୍ରଭୁଙ୍କ ନବଯୌବନ ଦର୍ଶନ - puri

ଆସନ୍ତାକାଲି ଭକ୍ତଙ୍କୁ ନବଯୌବନ ବେଶରେ ଦର୍ଶନ ଦେବେ ମହାପ୍ରଭୁ । ଅଣସରରେ 15 ଦିନ ରହିବା ପରେ ମହାପ୍ରଭୁ ଯେଉଁ ଦିନ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତି ତାହାକୁ ନବଯୌବନ ଦର୍ଶନ କୁହାଯାଇଥାଏ । ଏଥିପାଇଁ ଶ୍ରୀମନ୍ଦିରରେ ସମସ୍ତ ପ୍ରକାରର ବ୍ୟବସ୍ଥା କରାଯାଇଥିବା ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛନ୍ତି ।

ଫଟୋ ସୌଜନ୍ୟ :ସମ୍ବାଦଦାତା, ପୁରୀ
author img

By

Published : Jul 2, 2019, 3:38 PM IST

ପୁରୀ: ଆସନ୍ତାକାଲି ମହାପ୍ରଭୁଙ୍କ ନବ‌ଯୌବନ ଦର୍ଶନ । ଏଥିପାଇଁ ପରିମାଣିକ ଦର୍ଶନାର୍ଥୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ପରିମାଣିକ ଦର୍ଶନାର୍ଥୀମାନେ ଅପରାହ୍ନ ସାଢ଼େ ୨ଟାରୁ ସାଢ଼େ ୩ଟା ପର୍ଯ୍ୟନ୍ତ ଦକ୍ଷିଣଦ୍ବାର ଦେଇ ମନ୍ଦିର ଭିତରକୁ ପ୍ରବେଶ କରିପାରିବେ ।

ଭିଡିଓ ସୌଜନ୍ୟ :ସମ୍ବାଦଦାତା, ପୁରୀ

ସେହିଭଳି ଅପରାହ୍ନ ସାଢ଼େ ୩ଟାରୁ ଶ୍ରୀଜିଉଙ୍କ ସାହାଣମେଳା ଦର୍ଶନ ଆରମ୍ଭ ହେବ । ସାଢେ 3ଟାରୁ ରୁ ସାଢେ 4ଟା ମଧ୍ୟରେ ଭକ୍ତମାନେ ସିଂହଦ୍ବାର ଦେଇ ମନ୍ଦିର ପ୍ରବେଶ କରିବେ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛନ୍ତି । ଆସନ୍ତାକାଲି ସକାଳ 9ଟାରେ ମହାପ୍ରଭୁଙ୍କ ଖଡ଼ି ପ୍ରସାଦ ବିଜେ ନୀତି ଅନୁଷ୍ଠିତ ହେବ । ପରେ ଦିନ 9 ଟାରୁ ଅପରାହ୍ନ 12ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

Slug,, ନେତ୍ରୋତ୍ସବ, avb, puri,1.7.19

Anc,,ଆସନ୍ତା କାଲି ମହାପ୍ରଭୁଙ୍କ ନବ‌ଯୌବନ ଦର୍ଶନ।  ଏଥିପାଇଁ ପରିମାଣିକ ଦର୍ଶନାର୍ଥୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ପରିମାଣିକ ଦର୍ଶନାର୍ଥୀମାନେ ଅପରାହ୍ନ ସାଢ଼େ ୨ଟାରୁ ସାଢ଼େ ୩ଟା ପର୍ଯ୍ୟନ୍ତ ଦକ୍ଷିଣଦ୍ବାର ଦେଇ ପ୍ରବେଶ କରିପାରିବେ। ସେହିଭଳି ଅପରାହ୍ନ ସାଢ଼େ ୩ଟାରୁ ସାହାଣମେଲା ଦର୍ଶନ ଆରମ୍ଭ ହେବ। ୩ଟା୩୦ରୁ ୪ଟା୩୦ ମଧ୍ୟରେ ସିଂହଦ୍ବାର ଦେଇ ଭକ୍ତ ପ୍ରବେଶ କରିବେ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି। ତେବେ ଅସନ୍ତା କାଲି ସକାଳ 9 ଟା ରେ  ମହାପ୍ରଭୁଙ୍କ ନିମନ୍ତେ ଖଡ଼ି ପ୍ରସାଦ ବିଜେ ନୀତି ଅନୁଷ୍ଠିତ ହେବ। ପରେ ଦିନ 9 ଟା ରୁ 12 ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି। 

ବାଇଟ,, ପ୍ରଦୀପ୍ତ ମହାପାତ୍ର,, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।

ପୁରୀ ରୁ ଶକ୍ତି ପ୍ରସାଦ ମିଶ୍ର

Ftp ରେ ବାଇଟ ଯାଇଛି।
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.