ETV Bharat / city

CM Balesore Visit: ବିଜେଡି ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ - ବାଲେଶ୍ବରରେ ମୁଖ୍ୟମନ୍ତ୍ରୀ ଗସ୍ତ ପ୍ରସ୍ତୁତି

ବିଜୁ ସ୍ୱାସ୍ଥ୍ୟକାର୍ଡ ବଣ୍ଟନ ପାଇଁ ଆସନ୍ତା ୨୬ ତାରିଖ ଦିନ ବାଲେଶ୍ବର ଆସୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୋଲିସ ଲାଇନ ରିଜର୍ଭ ପଡ଼ିଆରେ ହିତାଧିକାରୀଙ୍କୁ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ । ଅଧିକ ପଢ଼ନ୍ତୁ

balesore bjd prepared for cm visit on november 26
CM balesore visit: ଜିଲ୍ଲା ବିଜେଡି ପକ୍ଷରୁ ହୋଇଛି ବ୍ୟାପକ ପ୍ରସ୍ତୁତି
author img

By

Published : Nov 22, 2021, 9:09 PM IST

ବାଲେଶ୍ଵର: ବିଜୁ ସ୍ୱାସ୍ଥ୍ୟକାର୍ଡ ବଣ୍ଟନ ପାଇଁ ଆସନ୍ତା ୨୬ ତାରିଖରେ ବାଲେଶ୍ବର ଆସୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୋଲିସ ଲାଇନ ରିଜର୍ଭ ପଡ଼ିଆରେ ହିତାଧିକାରୀଙ୍କୁ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ଜିଲ୍ଲା ବିଜେଡି ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି ।

CM balesore visit: ଜିଲ୍ଲା ବିଜେଡି ପକ୍ଷରୁ ହୋଇଛି ବ୍ୟାପକ ପ୍ରସ୍ତୁତି

ନଭେମ୍ବର ୨୬ ତାରିଖ ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟକାର୍ଡ ବାଣ୍ଟିବା ପରେ ଜିଲ୍ଲାର ୮ଟି ନିର୍ବାଚନ ମଣ୍ଡଳୀର ବିଧାୟକମାନେ ହିତାଧିକାରୀଙ୍କୁ କାର୍ଡ ବଣ୍ଟନ କରିବେ । ଜିଲ୍ଲାର ୫ ଲକ୍ଷ ୧୮ ହଜାର ପରିବାର ଏହି ଯୋଜନାରେ ସାମିଲ ହେବେ। ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ୧୨୦୦ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟନ କରିବେ ।

ବର୍ତ୍ତମାନ ବିଭିନ୍ନ ଜିଲ୍ଲା ବୁଲି ମୁଖ୍ୟମନ୍ତ୍ରୀ ହିତାଧିକାରୀଙ୍କୁ ସ୍ବାସ୍ଥ୍ୟ ସ୍ମାର୍ଟକାର୍ଡ ବଣ୍ଟନ କରୁଛନ୍ତି । ସୋମବାର କନ୍ଧମାଳ ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ବିଜୁ ସ୍ବାସ୍ଥ୍ୟ ସ୍ମାର୍ଟକାର୍ଡ ବଣ୍ଟନ କରିଛନ୍ତି ।

ବାଲେଶ୍ବରରୁ ଜୀବନ ଜ୍ୟୋତି ନାୟକ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.