ETV Bharat / city

ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚିଲେ ଜିଲ୍ଲାପାଳ, ପରଖିଲେ ସ୍ଥିତି

ମଙ୍ଗଳବାର ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀ ଅଚାନକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଛନ୍ତି । ଏହାସହ ସେ ବିଭିନ୍ନ ସମସ୍ୟା ସମ୍ପର୍କରେ ସମୀକ୍ଷା କରିଥିବା ଦେଖିବାକୁ ମିଳିଛି ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ବାଲେଶ୍ବର
author img

By

Published : Jul 16, 2019, 12:44 PM IST

ବାଲେଶ୍ୱର: ଜିଲ୍ଲାରେ ନୂଆ ଜିଲ୍ଲାପାଳ ଭାବେ କେ ସୁଦର୍ଶନ ଚକ୍ରବର୍ତ୍ତୀ ଯୋଗଦାନ କରିବା ପରେ ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଛନ୍ତି । ଏହାସହ ସେ ବିଭିନ୍ନ ସମସ୍ୟା ସମ୍ପର୍କରେ ସମୀକ୍ଷା କରିଥିବା ଦେଖିବାକୁ ମିଳିଛି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ବାଲେଶ୍ବର

ମଙ୍ଗଳବାର ଜିଲ୍ଲାପାଳ ଅଚାନକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଛନ୍ତି । ପ୍ରଥମେ ସର୍ଜରି ୱାର୍ଡ, ମା-ଶିଶୁ ସ୍ୱାସ୍ଥ୍ୟକେନ୍ଦ୍ର, ସିଟି ସ୍କାନ, ରକ୍ତ ଭଣ୍ଡାର ପରିଦର୍ଶନ କରିଥିଲେ । ପରେ ସିଡିଏମଓଙ୍କ କାର୍ଯ୍ୟାଳୟରେ ଉପସ୍ଥିତ ଅଧିକାରୀ ଓ କର୍ମଚାରୀଙ୍କ ସହ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସମସ୍ୟା ସମ୍ପର୍କରେ ପଚାରି ବୁଝିଥିଲେ ।

ଜିଲ୍ଲାପାଳଙ୍କ ଏହି ଅଚାନକ ପରିଦର୍ଶନ ନେଇ ହସ୍ପିଟାଲ କର୍ତ୍ତୃପକ୍ଷ ଓ କର୍ମଚାରୀଙ୍କ ମଧ୍ୟରେ ତତ୍ପରତା ଦେଖାଦେଇଥିଲା । ଆଗାମୀ ଦିନରେ ଚିକିତ୍ସାଳୟରେ ଥିବା ସମସ୍ୟା କେମିତି ସମାଧାନ ହେଉଛି, ତାହା ଦେଖିବାକୁ ବାକି ରହିଲା।

ବାଲେଶ୍ବରରୁ ଜୀବନ ଜ୍ୟୋତି ନାୟକ, ଇଟିଭି ଭାରତ

Intro:ବାଲେଶ୍ୱରରେ ନୂଆ ଜିଲ୍ଲାପାଳ ଭାବେ କେ ସୁଦର୍ଶନ ଚକ୍ରବର୍ତ୍ତୀ ଯୋଗଦାନ କରିବା ପରେ ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିବା ସହ ବିଭିନ୍ନ ସମସ୍ୟା ସମ୍ପର୍କରେ ସମୀକ୍ଷା କରିଥିବା ଦେଖିବାକୁ ମିଳିଛି।
Body:
ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀ ଅଚାନକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଛନ୍ତି। ପ୍ରଥମେ ସର୍ଜରି ୱାର୍ଡ, ମା-ଶିଶୁ ସ୍ୱାସ୍ଥ୍ୟକେନ୍ଦ୍ର, ସିଟିସ୍କାନ, ରକ୍ତ ଭଣ୍ଡାର ପରିଦର୍ଶନ କରିଥିଲେ। ପରେ ସିଡିଏମଓଙ୍କ କାର୍ଯ୍ୟାଳୟରେ ଉପସ୍ଥିତ ଅଧିକାରୀ ଓ କର୍ମଚାରୀଙ୍କ ସହ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସମସ୍ୟା ସମ୍ପର୍କରେ ପଚାରି ବୁଝିଥିଲେ। ଜିଲ୍ଲାପାଳଙ୍କ ଏହି ଅଚାନକ ପରିଦର୍ଶନ ନେଇ ହସ୍ପିଟାଲ କର୍ତ୍ତୃପକ୍ଷ ଓ କର୍ମଚାରୀଙ୍କ ମଧ୍ୟରେ ତତ୍ପରତା ଦେଖାଦେଇଥିଲା। ଆଗାମୀ ଦିନରେ ଚିକିତ୍ସାଳୟରେ ଥିବା ସମସ୍ୟା କେମିତି ସମାଧାନ ହେଉଛି ତାହା ଦେଖିବାକୁ ବାକି ରହିଲା।Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.