ETV Bharat / city

ନାବାଳିକା ଦୁଷ୍କର୍ମ ମାମଲାରେ ଦୋଷୀକୁ ଆଜୀବନ କାରାଦଣ୍ଡ - ବାଲେଶ୍ୱର ସ୍ୱତନ୍ତ୍ର ପୋକ୍ସୋ କୋର୍ଟ

ନାବାଳିକା ଦୁଷ୍କର୍ମ ଅଭିଯୋଗରେ ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କଲେ ବାଲେଶ୍ୱର ସ୍ୱତନ୍ତ୍ର ପୋକ୍ସୋ କୋର୍ଟ। ଅଧିକ ପଢନ୍ତୁ...

Convicted of life in prison for minor girl rape case in balasore
ନାବାଳିକା ଦୁଷ୍କର୍ମ ମାମଲାରେ ଦୋଷୀକୁ ଆଜୀବନ କାରାଦଣ୍ଡ
author img

By

Published : Oct 8, 2021, 7:45 PM IST

ବାଲେଶ୍ବର: ନାବାଳିକା ଦୁଷ୍କର୍ମ ଅଭିଯୋଗରେ ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡ ସହ 25 ହଜାର ଟଙ୍କା ଜରିମାନା । ରାୟ ଶୁଣାଇଲେ ବାଲେଶ୍ବର ସ୍ବତନ୍ତ୍ର ପୋକ୍ସୋ କୋର୍ଟ ।

ସୂଚନା ଅନୁସାରେ, ବାଲେଶ୍ଵର ଜିଲ୍ଲା ରାଇବଣିଆ ଥାନା ଅଞ୍ଚଳରେ ଅଭିମନ୍ୟୁ ଘୋଷ ନାମକ ଜଣେ ବ୍ୟକ୍ତି ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ ଥାନାରେ ହୋଇଥିଲା । ଏନେଇ ଥାନାରେ 2018 ମସିହା ଅଗଷ୍ଟ ମାସ 12 ତାରିଖରେ ମାମଲା ରୁଜୁ ହୋଇଥିଲା। ଏହି ମାମଲାର ବିଚାର କରି ସ୍ବତନ୍ତ୍ର ପୋକ୍ସୋ କୋର୍ଟ ଏହି ରାୟ ଶୁଣାଇଛନ୍ତି।

ବାଲେଶ୍ବରରୁ ଜୀବନଜ୍ୟୋତି ନାୟକ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.