ETV Bharat / city

‘ଶିକ୍ଷା, ସ୍ବାସ୍ଥ୍ୟ ଓ ନିଯୁକ୍ତି ହେବ ପ୍ରାଥମିକତା’

ପ୍ରାର୍ଥୀମାନେ ନିର୍ବାଚନୀ ବୈତରଣୀ ପାର ହେବା ପାଇଁ ଦଳର ଆଭିମୁଖ୍ୟ ସହ ନିଜ ନିଜର ରଣକୌଶଳ ଆପଣାଇଛନ୍ତି । ତେବେ ନିର୍ବାଚନରେ ବାଜିମାତ୍‌ କରିବା ପାଇଁ ପ୍ରାର୍ଥୀମାନେ ପ୍ରତିଶୃତିର ପାହାଡ ଠିଆ କରୁଥିବା ବେଳେ କଂଗ୍ରେସ ପ୍ରାର୍ଥୀ ନବଜ୍ୟୋତି ପଟ୍ଟନାୟକ ଶିକ୍ଷା, ସ୍ବାସ୍ଥ୍ୟ ଓ ନିଯୁକ୍ତିକୁ ପ୍ରାଥମିକତା ଦେବେ ବୋଲି କହିଛନ୍ତି।

author img

By

Published : Apr 5, 2019, 2:03 PM IST

ଫଟୋ ସୌଜନ୍ୟ: ସମ୍ବାଦଦାତା, ବାଲେଶ୍ବର

ବାଲେଶ୍ବର: ଲୋକସଭା ଆସନ ପାଇଁ ତିନି ପ୍ରମୁଖ ଦଳ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି। ପ୍ରାର୍ଥୀମାନେ ନିର୍ବାଚନୀ ବୈତରଣୀ ପାର ହେବା ପାଇଁ ଦଳର ଆଭିମୁଖ୍ୟ ସହ ନିଜ ନିଜର ରଣକୌଶଳ ଆପଣାଇଛନ୍ତି । ତେବେ ନିର୍ବାଚନରେ ବାଜିମାତ୍‌ କରିବା ପାଇଁ ପ୍ରାର୍ଥୀମାନେ ପ୍ରତିଶ୍ରୁତିର ପାହାଡ ଠିଆ କରୁଥିବା ବେଳେ କଂଗ୍ରେସ ପ୍ରାର୍ଥୀ ନବଜ୍ୟୋତି ପଟ୍ଟନାୟକ ଶିକ୍ଷା, ସ୍ବାସ୍ଥ୍ୟ ଓ ନିଯୁକ୍ତିକୁ ପ୍ରାଥମିକତା ଦେବେ ବୋଲି କହିଛନ୍ତି।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ବାଲେଶ୍ବର

ଏହା ସହ ସେ ମିଶନ୍‌ 2029କୁ ଲକ୍ଷ୍ୟ କରି ଏବେଠୁ କାର୍ଯ୍ୟ କରିବେ ବୋଲି କହିଛନ୍ତି । ତେବେ ତାଙ୍କର ଜିତିବା ପାଇଁ ରଣନୀତି କଣ ରହିଛି ସେ ନେଇ ତାଙ୍କ ସହ ଅଧିକ ଆଲୋଚନା କରିଛନ୍ତି ଆମ ବାଲେଶ୍ବର ସମ୍ବାଦଦାତା ଜୀବନ ଜ୍ୟୋତି ନାୟକ ।

Intro:Body:Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.