ETV Bharat / city

ଶ୍ରମ କାର୍ଯ୍ୟାଳୟରେ ରାଷ୍ଟ୍ରୀୟ ମଜଦୁର କଂଗ୍ରେସର ଧାରଣା - ରାଷ୍ଟ୍ରୀୟ ମଜଦୂର କଂଗ୍ରେସ ଧାରଣା

ବିଭିନ୍ନ ଦାବି ନେଇ ରାଷ୍ଟ୍ରୀୟ ମଜଦୁର କଂଗ୍ରେସ ପକ୍ଷରୁ ଧାରଣା ଦିଆଯାଇଛି। ବାଲେଶ୍ଵର ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ସମ୍ମୁଖରେ ଏହି ଧାରଣା ଦିଆଯାଇଛି । ଅଧିକ ପଢ଼ନ୍ତୁ...

ଶ୍ରମ କାର୍ଯ୍ୟାଳୟରେ ରାଷ୍ଟ୍ରୀୟ ମଜଦୂର କଂଗ୍ରେସର ଧାରଣା

author img

By

Published : Mar 2, 2021, 4:37 PM IST

ବାଲେଶ୍ବର: ବିଭିନ୍ନ ଦାବି ନେଇ ରାଷ୍ଟ୍ରୀୟ ମଜଦୁର କଂଗ୍ରେସ ପକ୍ଷରୁ ଧାରଣା ଦିଆଯାଇଛି । ବାଲେଶ୍ଵର ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ସମ୍ମୁଖରେ ଏହି ଧାରଣା ଦିଆଯାଇଛି । ମୋଟ 12ଟି ଦାବି ନେଇ ଧାରଣା ଦେଇଛି ରାଷ୍ଟ୍ରୀୟ ମଜଦୁର କଂଗ୍ରେସ । ଦାବି ପୂରଣ ନହେବା ଯାଏଁ ଧାରଣା ପ୍ରତ୍ୟାହୃତ ହେବ ନାହିଁ ବୋଲି ରାଷ୍ଟ୍ରୀୟ ମଜଦୁର କଂଗ୍ରେସ କର୍ମକର୍ତ୍ତାମାନେ କହିଛନ୍ତି ।

ଶ୍ରମ କାର୍ଯ୍ୟାଳୟରେ ରାଷ୍ଟ୍ରୀୟ ମଜଦୂର କଂଗ୍ରେସର ଧାରଣା

ରାଷ୍ଟ୍ରୀୟ ମଜଦୁର କଂଗ୍ରେସ ଉପସ୍ଥାପନ କରିଥିବା 12ଟି ଦାବି ହେଲା ସମସ୍ତ ପୁରୁଣା ଦରଖାସ୍ତକୁ ତୁରନ୍ତ ପଞ୍ଜୀକରଣ କରିବା, ନିର୍ମାଣ ଶ୍ରମିକଙ୍କୁ ତୁରନ୍ତ ସହାୟତା ପ୍ରଦାନ କରିବା, ପଞ୍ଜିକୃତ ନିର୍ମାଣ ଶ୍ରମିକଙ୍କୁ କରୋନା ସହାୟତା ପ୍ରଦାନ କରିବା, ପଞ୍ଜିକରଣ ଓ ନବୀକରଣ ସହାୟତା କରାଯିବା, ନିର୍ମାଣ ଶ୍ରମିକଙ୍କ କଲ୍ୟାଣ ପରିଷଦରେ ରାଜନୈତିକ ହସ୍ତକ୍ଷେପ ବନ୍ଦ କରିବା ଭଳି ଦାବି ହୋଇଥିଲା।

ବାରମ୍ବାର ରାଷ୍ଟ୍ରୀୟ ମଜଦୁର କଂଗ୍ରେସ ଉପସ୍ଥାପନ କରାଯାଉଥିବା ବେଳେ ପ୍ରଶାସନ କୌଣସି ପଦକ୍ଷେପ ନେଉଥିବା ଅଭିଯୋଗ ହୋଇଛି। ଶେଷରେ ଧାରଣା ଦେବାକୁ ବାଧ୍ୟ ହୋଇଛି ରାଷ୍ଟ୍ରୀୟ ମଜଦୁର କଂଗ୍ରେସ ।

ବାଲେଶ୍ବରରୁ ଜୀବନ ଜ୍ୟୋତି ନାୟକ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.