ETV Bharat / city

ସଡକ ଦୁର୍ଘଟଣାରେ 2 ଯୁବକ ମୃତ

author img

By

Published : Jul 10, 2021, 9:48 PM IST

ଦୁର୍ଘଟଣା ଘଟି ଦୁଇ ଯୁବକଙ୍କ ମୃତ୍ୟୁ । ଡାକ୍ତରଖାନାରେ ଉଭୟଙ୍କର ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ଘଟିଛି । ଅଧିକ ପଢନ୍ତୁ...

ସଡକ ଦୁର୍ଘଟଣାରେ 2 ଯୁବକ ମୃତ
ସଡକ ଦୁର୍ଘଟଣାରେ 2 ଯୁବକ ମୃତ

ବାଲେଶ୍ଵର: ସଡକ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ । ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅଧିନ କୁଣ୍ଡପୁର ଛକ ନିକଟରେ ସଡ଼କ ଦୁର୍ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଥିବା ଜଣାପଡିଛି । ମୃତକ ଦୁଇଜଣ ହେଲେ ବସ୍ତା ଥାନା ଅନ୍ତର୍ଗତ ସଦାନନ୍ଦପୁର ଗ୍ରାମ ତାରାକାନ୍ତ ସାହୁ ଓ ମୟୁରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ଥାନା କମାର୍ଡିହା ଗ୍ରାମର ତୁଷାର ମହାନ୍ତି।

ଗୁରୁତର ଜଣଙ୍କୁ ପ୍ରଥମେ ବସ୍ତା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ପରେ ବାଲେଶ୍ଵର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ପରେ ଉଭୟଙ୍କର ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ଘଟିଛି ।

ବାଲେଶ୍ବରରୁ ଜୀବନ ଜ୍ୟୋତି ନାୟକ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.