ବାରିପଦା: ମୟୂରଭଞ୍ଜ ସାଂସଦ ବିଶେଶ୍ବର ଟୁ଼ଡୁ ଅସୁସ୍ଥ । ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ପ୍ରଥମେ ବାରିପଦାର ରଘୁନାଥ ମୁର୍ମୁ ହସ୍ପିଟାଲରେ ଭର୍ତ୍ତି କରିଯାଇଥିଲା । ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ଜଟିଳ ହେବାରୁ ତାଙ୍କୁ କଟକ ଏସସିବିକୁ ସ୍ଥାନାନ୍ତରିତ କରାଯାଇଥିବା ସୂଚନା ରହିଛି ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ