ETV Bharat / city

ମହିଳା ଓ ଶିଶୁ ନିର୍ଯାତନା ବିରୋଧରେ ଗଞ୍ଜାମ ଜିଲ୍ଲା କଂଗ୍ରେସର ବିକ୍ଷୋଭ

author img

By

Published : Dec 22, 2020, 7:37 AM IST

ମହିଳା ଓ ଶିଶୁ ନିର୍ଯାତନା ବିରୋଧରେ ରାସ୍ତାକୁ ଓହ୍ଲାଇଛି କଂଗ୍ରେସ । ଏହି କ୍ରମରେ ଆଜି ଗଞ୍ଜାମ ଜିଲ୍ଲା କଂଗ୍ରସେ ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟ ସମୁଖରେ ବିକ୍ଷୋଭ କରି ଦାବିପତ୍ର ପ୍ରଦାନ କରିଛି । ଅଧିକ ପଢନ୍ତୁ..

ମହିଳା ଓ ଶିଶୁ ନିର୍ଯ୍ୟାତନା ବିରୋଧରେ ଗଞ୍ଜାମ ଜିଲ୍ଲା କଂଗ୍ରେସର ବିକ୍ଷୋଭ

ବ୍ରହ୍ମପୁର :ରାଜ୍ୟରେ ବୃଦ୍ଧି ପାଉଥିବା ମହିଳା ଓ ଶିଶୁ ନିର୍ଯ୍ୟାତନା ବିରୋଧରେ ବିକ୍ଷୋଭ କଲା ଗଞ୍ଜାମ ଜିଲ୍ଲା କଂଗ୍ରେସ । ଦଳ ପକ୍ଷରୁ ପ୍ରତିବାଦ କରାଯାଇ ନ୍ୟାୟ ଦାବି ହୋଇଛି । ଏହି ଅବସରରେ ଜିଲ୍ଲା କଂଗ୍ରେସ କର୍ମକର୍ତ୍ତା ମାନେ ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟ ସମୁଖରେ ବିକ୍ଷୋଭ କରି ଦାବିପତ୍ର ପ୍ରଦାନ କରିଛନ୍ତି ।

ରାଜ୍ୟରେ ଦୈନିକ ପ୍ରାୟ ୧୧ ଜଣ ଶିଶୁ ନିଖୋଜ ହେଉଥିବାବେଳେ ବର୍ଷକୁ ୪୩୧୫ ଜଣ ଶିଶୁଙ୍କର ଅପହରଣ ଘଟଣା ସଭ୍ୟ ସମାଜ ପାଇଁ ଚିନ୍ତାର କାରଣ ପାଲଟିଛି । ଏଭଳି ଅଭିଯୋଗ ଆଣି ରାଜ୍ୟ ସରକାରଙ୍କ ବିରୋଧରେ ଆନ୍ଦୋଳନକୁ ଓଲ୍ଲାଇଛି କଂଗ୍ରେସ । ରାଜ୍ୟରେ ବୃଦ୍ଧି ପାଉଥିବା ମହିଳା ଓ ଶିଶୁ ନିର୍ଯ୍ୟାତନା ବିରୋଧରେ ବ୍ରହ୍ମପୁର ଠାରେ ବିକ୍ଷୋଭ କରିଛି ଗଞ୍ଜାମ ଜିଲ୍ଲା କଂଗ୍ରେସ କମିଟି । ଏହି ଅବସରରେ ଜିଲ୍ଲା କଂଗ୍ରେସ କର୍ମକର୍ତ୍ତା ମାନେ ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟ ସମୁଖରେ ବିକ୍ଷୋଭ କରିବା ସହିତ ଏ ନେଇ ଆରକ୍ଷୀ ଅଧିକ୍ଷକଙ୍କ ଜରିଆରେ ରାଜ୍ୟପାଳଙ୍କ ନିକଟକୁ ଦାବି ପତ୍ର ପ୍ରଦାନ କରିଛନ୍ତି ।

ବ୍ରହ୍ମପୁରରୁ ସମୀର ଆଚାର୍ଯ୍ୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.