ETV Bharat / city

୩ କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ, 2 ଗିରଫ

author img

By

Published : Jan 9, 2022, 5:07 PM IST

ଗଞ୍ଜାମ ଜିଲ୍ଲା କୋଦଳା ଥାନା ଅଞ୍ଚଳକୁ ବିପୁଳ ପରିମାଣର ଗଞ୍ଜେଇ ଜବତ । 2 ବେପାରୀ ଗିରଫ ହୋଇଥିବା ସୂଚନା । ଅଧିକ ପଢନ୍ତୁ

୩ କ୍ୟୁଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ, 2 ଗିରଫ
୩ କ୍ୟୁଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ, 2 ଗିରଫ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା କୋଦଳା ଥାନା ଅଞ୍ଚଳକୁ ବିପୁଳ ପରିମାଣର ଗଞ୍ଜେଇ ଜବତ । ରାଜ୍ୟ ଅବକାରୀ କମିଶନରଙ୍କ ନିର୍ଦ୍ଦେଶ କ୍ରମେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୩୧୫ କିଲୋଗ୍ରାମ ଗଞ୍ଜେଇ ଜବତ କରାଯିବା ସହ ଦୁଇ ଜଣଙ୍କୁ ଗିରଫ କରାଯାଇଛି । କୋଦଳା ଥାନା ଅନ୍ତର୍ଗତ ଧନଞ୍ଜୟପୁର ଗ୍ରାମର ରବିନ୍ଦ୍ର ନାହକ ଓ ପ୍ରଶାନ୍ତ ପ୍ରଧାନ କନ୍ଧମାଳ ଜିଲ୍ଲାରୁ ଗଞ୍ଜେଇ ଆଣି କାରବାର କରୁଥିଲେ ।

୩ କ୍ୟୁଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ, 2 ଗିରଫ

ଏନେଇ ଅବକାରୀ ବିଭାଗ ବିଶେଷ ସୂତ୍ରରୁ ଖବର ପାଇ ସମ୍ପୃକ୍ତ ବ୍ୟକ୍ତିଙ୍କ ଘରେ ଚଢାଉ କରିଥିଲା । ଚଢାଉ ସମୟରେ ଚାଙ୍କ ନିକଟରୁ 11ଟି ପଲିଥିନ ବ୍ୟାଗରୁ 315 ଗ୍ରାମ ଗଞ୍ଜେଇ ଜବତ କରାଯାଇଛି । ତେବେ ଆଗାମୀ ଦିନରେ ଏହିପରି ଚଢାଉ ଜାରି ରହିବ ବୋଲି ଅବକାରୀ ବିଭାଗ ପକ୍ଷରୁ କୁହାଯାଇଛି ।

ବ୍ରହ୍ମପୁରରୁ ସମୀର ଆଚାର୍ଯ୍ୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.