ଭୁବନେଶ୍ବର: ଖୁବଶୀଘ୍ର ବସିବ ବଜେଟ ଅଧିବେଶନ । ମାର୍ଚ୍ଚ ୩୧ ପୂର୍ବରୁ ବସିବ ବିଧାନସଭା ବଜେଟ ଅଧିବେଶନ । ଏହାକୁ ନେଇ ରାଜ୍ୟପାଳଙ୍କ ଅନୁମୋଦନ ଆସିବା ପରେ ବିଧିବଦ୍ଧ ଭାବରେ ତାରିଖ ଘୋଷଣା କରାଯିବ । ଏହାକୁ ନେଇ ସୂଚନା ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।
ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ