ETV Bharat / city

Odisha Corona Report: ଦିନକରେ ୧୨୮ ସଂକ୍ରମିତ ଚିହ୍ନଟ - ତଳ ମୁହାଁ କୋରୋନାର ଦୈନିକ ସଂକ୍ରମଣ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨୮ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୬,୨୪୫ରେ ପହଞ୍ଚିଛି । ଅଧିକ ପଢନ୍ତୁ

Odisha Corona Report: ଦିନକରେ ୧୨୮ ସଂକ୍ରମିତ ଚିହ୍ନଟ

author img

By

Published : Mar 9, 2022, 10:18 AM IST

ଭୁବନେଶ୍ବର: ରାଜ୍ୟରେ ତଳ ମୁହାଁ କୋରୋନାର ଦୈନିକ ସଂକ୍ରମଣ ସଂଖ୍ୟା । ଗତ ୨୪ ଘଣ୍ଟାରେ ୧୨୮ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୨୫ କିଶୋର କିଶୋରୀ ରହିଥିବା ବେଳେ ୭୫ କ୍ବାରେଣ୍ଟାଇନ ସେଣ୍ଟର ଓ ୫୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧୬ଟି ମାମଲା ରହିଥିବା ବେଳେ ଅନୁଗୋଳରୁ ୪, ବାଲେଶ୍ବରରୁ ୭, ବରଗଡରୁ ୨, ଭଦ୍ରକରୁ ୧, ବଲାଙ୍ଗୀରରୁ ୯,ବୌଦ୍ଧରୁ ୧, କଟକରୁ ୨, ଦେବଗଡରୁ ୧, ଢେଙ୍କାନାଳରୁ ୧, ଗଜପତିରୁ ୧୮, ଗଞ୍ଜାମରୁ ୩, ଜଗତସିଂହପୁରରୁ ୧, ଯାଜପୁରରୁ ୪, ଝାରସୁଗୁଡାରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି ।

ସେହିପରି କୋରାପୁଟରୁ ୨, କେନ୍ଦ୍ରାପଡାରୁ ୧, କଳାହାଣ୍ଡିରୁ ୧, କନ୍ଧମାଳରୁ ୧, କୋରାପୁଟରୁ ୨, ମୟୂରଭଞ୍ଜରୁ ୧୧, ନବରଙ୍ଗପୁରରୁ ୧୪, ନୂଆପଡାରୁ ୧, ସମ୍ବଲପୁରରୁ ୯, ସୁନ୍ଦରଗଡରୁ ୧୨ ଓ ଷ୍ଟେଟପୁଲରୁ ୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୬,୨୪୫ରେ ପହଞ୍ଚିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.