ETV Bharat / city

ଦକ୍ଷିଣାଞ୍ଚଳ ପୋଲିସ ଡିଆଇଜି ଭାବେ ଦାୟିତ୍ବ ନେଲେ ସତ୍ୟବ୍ରତ ଭୋଇ

author img

By

Published : Aug 26, 2019, 3:08 PM IST

ଦକ୍ଷିଣାଞ୍ଚଳ ପୋଲିସ ଡିଆଇଜି ଭାବରେ ଦାୟିତ୍ବ ଗ୍ରହଣ କରିଛନ୍ତି ସତ୍ୟବ୍ରତ ଭୋଇ ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ବ୍ରହ୍ମପୁର

ବ୍ରହ୍ମପୁର: ଦକ୍ଷିଣାଞ୍ଚଳ ପୋଲିସ ଡିଆଇଜି ଭାବରେ ଦାୟିତ୍ବ ଗ୍ରହଣ କରିଛନ୍ତି ସତ୍ୟବ୍ରତ ଭୋଇ । ଦାୟିତ୍ବ ନେବା ପରେ ଦକ୍ଷିଣାଞ୍ଚଳର ଅପରାଧ, ମାଓବାଦୀ ନିୟନ୍ତ୍ରଣ, ଟ୍ରାଫିକ ବ୍ୟବସ୍ଥା ଓ ଆଇନ ଶୃଙ୍ଖଳା ପ୍ରତି ଦୃଷ୍ଟି ଦିଆଯିବ ବୋଲି ଗଣମାଧ୍ୟମ ସହ ଆଲୋଚନାରେ କହିଛନ୍ତି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ବ୍ରହ୍ମପୁର

ବ୍ରହ୍ମପୁର ରେଞ୍ଜ କାର୍ଯ୍ୟାଳୟ ପରିସରରେ ଆଇ.ଜି ଜତିନ୍ଦ୍ର କୋୟାଲଙ୍କ ଠାରୁ ସେ ଏହି ଦାୟିତ୍ବ ଗ୍ରହଣ କରିଛନ୍ତି । ଏହି ଅବସରରେ ବ୍ରହ୍ମପୁର ଏସପି ପିନାକ୍ ମିଶ୍ର ଓ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ ବ୍ରିଜେଶ କୁମାର ରାୟ ଙ୍କ ସମେତ ବହୁ ବରିଷ୍ଠ ପୋଲିସ ଅଧିକାରୀ ଏବଂ ଦୁଇ ଜିଲ୍ଲାର ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ରହି ନୂତନ ଡିଆଇଜି ଙ୍କୁ ସ୍ବାଗତ କରିଥିଲେ ।

ବ୍ରହ୍ମପୁରରୁ ସମୀର ଆଚାର୍ଯ୍ୟ, ଇଟିଭି ଭାରତ

Intro:ଦକ୍ଷିଣାଞ୍ଚଳ ପୋଲିସ ଡିଆଇଜି ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି ସତ୍ୟବ୍ରତ ଭୋଇ । ବ୍ରହ୍ମପୁର ରେଞ୍ଜ କାର୍ଯ୍ୟାଳୟ ପରିସରରେ ଆଇ.ଜି ଜତିନ୍ଦ୍ର କୋୟାଲ ଙ୍କ ଠାରୁ ସେ ଏହି ଦାୟିତ୍ୱ ଗ୍ରହଣ କରିଛନ୍ତି ।ଏହି ଅବସରରେ ବ୍ରହ୍ମପୁର ଏସ୍.ପି ପିନାକ୍ ମିଶ୍ର ଓ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ ବ୍ରିଜେଶ କୁମାର ରାୟ ଙ୍କ ସମେତ ବହୁ ବରିଷ୍ଠ ପୋଲିସ ଅଧିକାରୀ ଏବଂ ଦୁଇ ଜିଲ୍ଲାର ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ରହି ନୂତନ ଡିଆଇଜି ଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ ।ନୂତନ ଦାୟିତ୍ୱ ଗ୍ରହଣ କରିବା ପରେ ଡିଆଇଜି ଶ୍ରୀ ଭୋଇ ଦକ୍ଷିଣାଞ୍ଚଳର ଅପରାଧ ଏବଂ ମାଓବାଦୀ ନିୟନ୍ତ୍ରଣ ସହ ଆଇନ ଶୃଙ୍ଖଳା ପ୍ରତି ଦୃଷ୍ଟି ଦିଆଯିବା ସହ ବ୍ରହ୍ମପୁର ସହରର ଟ୍ରାଫିକ ବ୍ୟବସ୍ଥା ସହ ସମସ୍ତ ବିଷୟକୁ ଦୃଷ୍ଟି ଦିଆଯିବ ବୋଲି ଗଣମାଧ୍ୟମ ସହ ଆଲୋଚନାରେ କହିଛନ୍ତି ।

Body:ବାଇଟ୍-ସତ୍ୟବ୍ରତ ଭୋଇ(ଡି.ଆଇ.ଜି,ଦକ୍ଷିଣାଞ୍ଚଳ)

Conclusion:ବ୍ରହ୍ମପୁର ରୁ ସମୀର ଆଚାର୍ଯ୍ୟ ଇଟିଭି ଭାରତ...
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.