ETV Bharat / city

ଋଷିକୂଲ୍ୟା ନଦୀରେ ବୁଡି ଯୁବକ ମୃତ

author img

By

Published : Sep 23, 2020, 5:06 PM IST

ଗାଧୋଇବାକୁ ଯାଇ ଗୋଡ ଖସିଯିବାରୁ ନଦୀରେ ବୁଡି ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଖବରପାଇ ମୃତଦେହ ଉଦ୍ଧାର କରିଛି ଅଗ୍ନିଶମ ବିଭାଗ । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

ଋଷିକୂଲ୍ୟା ନଦୀରେ ବୁଡି ଯୁବକ ମୃତ
ଋଷିକୂଲ୍ୟା ନଦୀରେ ବୁଡି ଯୁବକ ମୃତ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଅଲାଡି ଗାଁରେ ଋଷିକୂଲ୍ୟା ନଦୀରେ ବୁଡ଼ି ଜଣେ ଯୁବକର ମୃତ୍ୟୁ ଘଟିଛି । ମୃତ ଯୁବକ ଜଣକ ହେଲେ ଉକ୍ତ ଗ୍ରାମର ଟିଣା ମହାନ୍ତି ।

ସୂଚନା ମୁତାବକ, ଗାଧୋଇବାକୁ ଯାଇଥିବା ସମୟରେ ଅସାବଧାନତା କାରଣରୁ ତାଙ୍କ ଗୋଡ଼ ଖସିଯିବାରୁ ପାଣିରେ ବୁଡ଼ି ଯାଇଥିଲେ । ଏହାପରେ ଯୁବକଙ୍କ ମୃତ ଦେହକୁ ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ଦ୍ୱାରା ଉଦ୍ଧାର କରାଯାଇଥିଲା । ଏହି ଘଟଣା ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

ବ୍ରହ୍ମପୁରରୁ ସମୀର ଆଚାର୍ଯ୍ୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.