ETV Bharat / city

Odisha Assembly: ରାଜ୍ୟରେ ପ୍ରତିଷ୍ଠା ହେବ ୧୨ଟି ନୂଆ ଇସ୍ପାତ କାରଖାନା - ଓଡିଶା ବିଧାନସଭା

ରାଜ୍ୟରେ ପ୍ରତିଷ୍ଠା ହେବ ୧୨ଟି ନୂଆ ଇସ୍ପାତ କାରଖାନା । ବିଧାନସଭାରେ ସୂଚନା ଦେଇଛନ୍ତି ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ । ଅଧିକ ପଢନ୍ତୁ

ରାଜ୍ୟରେ ପ୍ରତିଷ୍ଠା ହେବ ୧୨ଟି ନୂଆ ଇସ୍ପାତ କାରଖାନା

author img

By

Published : Jul 25, 2022, 10:55 PM IST

ଭୁବନେଶ୍ବର: ରାଜ୍ୟରେ ପ୍ରତିଷ୍ଠା ହେବ ୧୨ଟି ନୂଆ ଇସ୍ପାତ କାରଖାନା । ବିଧାନସଭାରେ ସୂଚନା ଦେଇଛନ୍ତି ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ।

ବିଜେଡି ବିଧାୟକ ଧ୍ରୁବ ଚରଣ ସାହୁଙ୍କ ପ୍ରଶ୍ନରେ ଉତ୍ତରରେ ମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟରେ ପ୍ରତିଷ୍ଠା ହେବ ୧୨ଟି ନୂଆ ଇସ୍ପାତ କାରଖାନା । ପ୍ରତିଷ୍ଠା ହେବାକୁ ଯାଉଥିବା ଇସ୍ପାତ କାରଖାନା ମଧ୍ୟରେ ସୁନ୍ଦରଗଡ଼ରେ ସର୍ବାଧିକ ୩ଟି ରହିଥିବା ବେଳେ ଯାଜପୁରରେ ୨ଟି କାରଖାନା ହେବ ।

ସେହିପରି ଅନୁଗୁଳ, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ଢେଙ୍କାନାଳ, କେନ୍ଦୁଝର, ଜଗତସିଂହପୁର ଓ ଅନୁଗୁଳ ଜିଲ୍ଲାରେ ଗୋଟିଏ ଲେଖାଏଁ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଛି । ରାଜ୍ୟରେ ବର୍ତ୍ତମାନ ୫୧ଟି ଇସ୍ପାତ କାରଖାନା ରହିଥିବା ବେଳେ ସେଗୁଡ଼ିକର ବାର୍ଷିକ ଉତ୍ପାଦନ ୩୩.୧୨ ରହିଥିବା ସୂଚନା ଦିଆଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.