ETV Bharat / city

STATE CORONA: ରାଜ୍ୟରେ ୧୬୩୭ ପଜିଟିଭ ଚିହ୍ନଟ

author img

By

Published : Jul 26, 2021, 8:52 AM IST

Updated : Jul 26, 2021, 8:58 AM IST

୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬୩୭ କୋରୋନା ପଜିଟିଭ ଚିହ୍ନଟ । ଅଧିକ ପଢନ୍ତୁ...

STATE CORONA: ରାଜ୍ୟରେ ୧୬୩୭ ପଜିଟିଭ ଚିହ୍ନଟ
STATE CORONA: ରାଜ୍ୟରେ ୧୬୩୭ ପଜିଟିଭ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ତଳ ମୁହାଁ ଦେଉଛି କୋରୋନା ସଂକ୍ରମଣ । ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬୩୭ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ୯୪୯ ଜଣ କ୍ବାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୬୮୮ଟି ଲୋକାଲ କେସ ରହିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୬୯ ହଜାର ୧୮୫ରେ ପହଞ୍ଚିଛି । ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୫୦ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳରୁ ୧୦୦, ବାଲେଶ୍ବରରୁ୫୭, ବରଗଡ଼ରୁ ୧୧, ଭଦ୍ରକରୁ ୭୧, ବଲାଙ୍ଗୀରରୁ ୮, ବୌଦ୍ଧରୁ ୯, କଟକରୁ ୨୫୦, ଦେବଗଡ଼ରୁ ୪, ଢେଙ୍କାନାଳରୁ ୫୦, ଗଜପତିରୁ ୧୬, ଗଞ୍ଜାମରୁ ୧୬, ଜଗତସିଂହପୁରରୁ ୮୫, ଯାଜପୁରରୁ ୮୦, ଝାରସୁଗୁଡ଼ାରୁ ୬, କଳାହାଣ୍ଡିରୁ ୭, କନ୍ଧମାଳରୁ ୩୬, କେନ୍ଦ୍ରାପଡ଼ାରୁ ୭୬, କେନ୍ଦୁଝରରୁ ୧୮, କୋରାପୁଟରୁ ୯, ମାଲକାନଗିରିରୁ ୯, ମୟୂରଭଞ୍ଜରୁ ୭୫, ନବରଙ୍ଗପୁରରୁ ୯, ନୟାଗଡ଼ରୁ ୩୯, ନୂଆପଡ଼ାରୁ ୧୪, ପୁରୀରୁ ୭୮, ରାୟଗଡ଼ାରୁ ୧୪, ସମ୍ବଲପୁରରୁ ୧୩, ସୋନପୁରରୁ ୧୧, ସୁନ୍ଦରଗଡ଼ରୁ ୬୧, ଷ୍ଟେଟ ପୁଲ୍‌ରୁ ୭୧ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

Last Updated : Jul 26, 2021, 8:58 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.