ETV Bharat / city

ରାଜ୍ୟରେ କୋରୋନା ମୃତ୍ୟୁରେ ଲାଗୁନି ବ୍ରେକ, ଆଜି ପୁଣି 17 ମୃତ - 17 death in corona

ଆଜି ପୁଣି 17 ଜଣଙ୍କର କୋରୋନାରେ ମୃତ୍ୟୁ ହୋଇଛି । ଆଜକୁ ମିଶାଇ ରାଜ୍ୟରେ କୋରୋନା ମୃତ୍ୟୁ ସଂଖ୍ୟା 1410ରେ ପହଞ୍ଚିଛି । ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ଦିଆଯାଇଛି ।

ରାଜ୍ୟରେ କୋରୋନା ମୃତ୍ୟୁରେ ଲାଗୁନି ବ୍ରେକ, ଆଜି ପୁଣି 17 ମୃତ

author img

By

Published : Nov 7, 2020, 12:08 PM IST

ଭୁବନେଶ୍ବର:ରାଜ୍ୟରେ କମୁଛି ସଂକ୍ରମଣ ହେଲେ ବଢୁଛି ମୃତ୍ୟୁ ସଂଖ୍ୟା । ଆଜି ପୁଣି 17 ଜଣଙ୍କର କୋରୋନାରେ ମୃତ୍ୟୁ ହୋଇଛି । ଆଜକୁ ମିଶାଇ ରାଜ୍ୟରେ କୋରୋନା ମୃତ୍ୟୁ ସଂଖ୍ୟା 1410ରେ ପହଞ୍ଚିଛି । ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ଦିଆଯାଇଛି ।

ରାଜ୍ୟରେ କୋରୋନା ମୃତ୍ୟୁରେ ଲାଗୁନି ବ୍ରେକ, ଆଜି ପୁଣି 17 ମୃତ
ରାଜ୍ୟରେ କୋରୋନା ମୃତ୍ୟୁରେ ଲାଗୁନି ବ୍ରେକ, ଆଜି ପୁଣି 17 ମୃତ
ରାଜ୍ୟରେ କୋରୋନା ମୃତ୍ୟୁରେ ଲାଗୁନି ବ୍ରେକ, ଆଜି ପୁଣି 17 ମୃତ
ରାଜ୍ୟରେ କୋରୋନା ମୃତ୍ୟୁରେ ଲାଗୁନି ବ୍ରେକ, ଆଜି ପୁଣି 17 ମୃତ

କଟକରେ 63 ବର୍ଷର ଓ 67 ବର୍ଷର ପୁରୁଷଙ୍କର ମୃତ୍ୟୁ ଘଟିଥିବା ବେଳେ ମୟୂରଭଞ୍ଜରେ 58 ବର୍ଷ ଓ 66 ବର୍ଷର ପୁରୁଷଙ୍କର ମୃତ୍ୟୁ ଘଟିଛି । ସମ୍ବଲପୁରରେ 45 ବର୍ଷର ପୁରୁଷ ଓ 74 ବର୍ଷର ପୁରୁଷଙ୍କର ମୃତ୍ୟୁ ଘଟିଛି । ବରଗଡରେ 63 ବର୍ଷ ଓ 57 ବର୍ଷର ପୁରୁଷଙ୍କର ମୃତ୍ୟୁ ଘଟିଥିବା ବେଳେ ଭୁବନେଶ୍ବରରେ 69 ବର୍ଷ ଓ 74 ବର୍ଷର ପୁରୁଷଙ୍କର ମୃତ୍ୟୁ ଘଟିଛି ।

ସେହିପରି ଖୋର୍ଦ୍ଧାରେ 41 ବର୍ଷର ପୁରୁଷ , ପୁରୀରେ 63 ବର୍ଷର ପୁରୁଷ, ବାଲେଶ୍ବରରେ 56 ବର୍ଷର ପୁରୁଷ, କୋରାପୁଟରେ 54 ବର୍ଷର ଓ କଳାହାଣ୍ଡିରେ 32 ବର୍ଷର ପୁରୁଷଙ୍କର ମୃତ୍ୟୁ ଘଟିଛି । ସେହିପରି ଭାବରେ କେନ୍ଦ୍ରାପଡାରେ 53 ବର୍ଷର ପୁରୁଷ ଓ ଭଦ୍ରକରେ 15 ବର୍ଷର ଯୁବକଙ୍କର ମୃତ୍ୟୁ ଘଟିଛି ।

ଭୁବନେଶ୍ବରରୁ ବିକାଶ ଦାସ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.