ETV Bharat / city

ଦିନକରେ ୨୬୨ କୋରୋନା ପଜିଟିଭ, ୪୨ ଶିଶୁ ଆକ୍ରାନ୍ତ

author img

By

Published : Nov 14, 2021, 9:56 AM IST

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୨ କୋରୋନା ପଜିଟିଭ ଚିହ୍ନଟ । ୪୨ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ । ଅଧିକ ପଢନ୍ତୁ...

ଦିନକରେ ୨୬୨ କୋରୋନା ପଜିଟିଭ ଚିହ୍ନଟ, ୪୨ ଶିଶୁ ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ କମୁଛି ବଢୁଛି କୋରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୨ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୪୨ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି । ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ ସେଣ୍ଟରରୁ ୧୫୩ ଜଣ ଥିବାବେଳେ ୧୦୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୩୨ଜଣ ଥିବାବେଳେ ବାଲେଶ୍ବରରୁ ୧୨, ବରଗଡରୁ ୧, ଭଦ୍ରକରୁ ୫, କଟକରୁ ୨୧, ଦେବଗଡରୁ ୩, ଢେଙ୍କାନାଳରୁ ୫, ଗଞ୍ଜାମରୁ ୨, ଜଗତସିଂହପୁରରୁ ୩, ଯାଜପୁରରୁ ୬, ଝାରସୁଗୁଡାରୁ ୨, କେନ୍ଦ୍ରାପଡ଼ାରୁ ୮, କୋରାପୁଟରୁ ୧, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୫, ନୟାଗଡରୁ ୨, ପୁରୀରୁ ୧, ରାୟଗଡାରୁ ୧, ସମ୍ବଲପୁରରୁ ୧, ସୁନ୍ଦରଗଡ଼ରୁ ୬ ଏବଂ ଷ୍ଟେଟପୁଲ୍‌ରୁ ୩୧ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୪୫ ହଜାର ୪୭୧ରେ ପହଞ୍ଚିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.