ETV Bharat / city

STATE CORONA DEATH: ଦିନକରେ ଆଖି ବୁଜିଲେ ଆଉ 3 ଆକ୍ରାନ୍ତ

ରାଜ୍ୟରେ କୋରୋନା ସଂକ୍ରମଣ ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଇଛି । ଗତ 24 ଘଣ୍ଟାରେ ରାଜ୍ୟରେ ଆଉ 3 ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ଅଧିକ ପଢନ୍ତୁ...

ଦିନକରେ ଆଖି ବୁଜିଲେ ଆଉ 3 ଆକ୍ରାନ୍ତ
ଦିନକରେ ଆଖି ବୁଜିଲେ ଆଉ 3 ଆକ୍ରାନ୍ତ
author img

By

Published : Oct 16, 2021, 10:53 AM IST

ଭୁବନେଶ୍ବର: ରାଜ୍ୟରେ କୋରୋନା ସଂକ୍ରମଣ ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଇଛି । ରିପୋର୍ଟ ଅନୁସାରେ ଦୈନିକ ୬୦ରୁ ଅଧିକ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ଏ ଧାରାରେ ଏବେ ବ୍ରେକ ଲାଗିଛି । ଗତ 24 ଘଣ୍ଟାରେ ରାଜ୍ୟରେ ଆଉ 3 ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା ।

ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ଜଣେ ରହିଥିବା ବେଳେ ପୁରୀରୁ ଜଣେ ଏବଂ ସୁନ୍ଦରଗଡ଼ରୁ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ କୋରୋନା ଜନିତ ମୃତ୍ୟୁ ସଂଖ୍ୟା 8,282କୁ ବୃଦ୍ଧି ପାଇଛି। ଆଜି ରଜ୍ୟରେ ୩୫୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ 47 ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୩୪ ହଜାର 634କୁ ବୃଦ୍ଧି ପାଇଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.