ETV Bharat / city

ରାଜ୍ୟରେ କମୁଛି କୋରୋନା ମୃତ୍ୟୁ ସଂଖ୍ୟା, ଦିନକରେ 4 ଜଣଙ୍କ ମୃତ୍ୟୁ

author img

By

Published : Dec 14, 2020, 12:22 PM IST

ସମଗ୍ର ଦେଶରେ କୋରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିବାବେଳେ, ଓଡିଶାରେ ଏହାର ପ୍ରକୋପ ହ୍ରାସ ପାଉଥିବା ଦେଖିବାକୁ ମିଳୁଛି । ଗତ 24 ଘଣ୍ଟା ମଧ୍ୟରେ 4 ଜଣଙ୍କ ମୃତ୍ୟୁ ହେବା ସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା 1811ରେ ପହଞ୍ଚିଛି । ଅଧିକ ପଢନ୍ତୁ...

ରାଜ୍ୟରେ କମୁଛି କୋରୋନା ମୃତ୍ୟୁ ସଂଖ୍ୟା, ଦିନକରେ 4 ଜଣଙ୍କ ମୃତ୍ୟୁ
ରାଜ୍ୟରେ କମୁଛି କୋରୋନା ମୃତ୍ୟୁ ସଂଖ୍ୟା, ଦିନକରେ 4 ଜଣଙ୍କ ମୃତ୍ୟୁ

ଭୁବନେଶ୍ବର: ସମଗ୍ର ଦେଶରେ କୋରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିବାବେଳେ, ରାଜ୍ୟରେ ଧିରେ ଧିରେ ସୁଧୁରୁଛି କୋରୋନା ସ୍ଥିତି । ଏପଟେ କୋରୋନା ମୃତ୍ୟୁ ସଂଖ୍ୟା ମଧ୍ୟ ସେହି ଅନୁପାତରେ କମିବାରେ ଲାଗିଛି । ଗତ 24 ଘଣ୍ଟା ମଧ୍ୟରେ 4 ଜଣଙ୍କ ମୃତ୍ୟୁ ହେବା ସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା 1811ରେ ପହଞ୍ଚିଛି ।

ମୃତ୍ୟୁ ଘଟିଥିବା 4 ଜଣଙ୍କ ମଧ୍ୟରେ ଭୁବନେଶ୍ବରରୁ 65 ବର୍ଷର ଜଣେ ମହିଳା, ଢେଙ୍କାନାଳରେ 32 ବର୍ଷର ମହିଳା, ଗଞ୍ଜାମରେ 60 ବର୍ଷର ପୁରୁଷ ଓ ଝରସୁଗୁଡ଼ାରେ 73 ବର୍ଷର ପୁରୁଷ ରହିଛନ୍ତି । ତେବେ ରାଜ୍ୟରେ ମୋଟ କୋରୋନା ମୃତ୍ୟୁ ସଂଖ୍ୟା 1811ରେ ପହଞ୍ଚିଛି ।

ଭୁବନେଶ୍ବରରୁ ବିକାଶ କୁମାର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.