ETV Bharat / city

ରାଜ୍ୟରେ ପ୍ରତିଷ୍ଠା ହେବ 4ଟି ଫ୍ୟାମିଲି କୋର୍ଟ - ରାଜ୍ୟରେ ପ୍ରତିଷ୍ଠା ହେବ 4ଟି ଫ୍ୟାମିଲି କୋର୍ଟ

ଅନୁଗୁଳ, ରାୟଗଡା, ବୌଦ୍ଧ ଓ ଜଗତସିଂହପୁର ଜିଲ୍ଲାରେ ନିର୍ମାଣ ହେବ 4ଟି ଫ୍ୟାମିଲି କୋର୍ଟ । ଚଳିତ ଆର୍ଥିକ ବର୍ଷରେ ଏହି କୋର୍ଟ ପ୍ରତିଷ୍ଠା ହେବ ବୋଲି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପ୍ରତାପ ଜେନା ।

4 family courts to be constructed in Odisha
ଫାଇଲ ଫଟୋ
author img

By

Published : Dec 12, 2019, 5:37 PM IST

ଭୁବନେଶ୍ବର: ରାଜ୍ୟରେ ପ୍ରତିଷ୍ଠା ହେବ 4ଟି ଫ୍ୟାମିଲି କୋର୍ଟ । ରାଜ୍ୟ ସରକାର ଏନେଇ ନିଷ୍ପତ୍ତି ନେଇଛନ୍ତି ।

ଅନୁଗୁଳ, ରାୟଗଡା, ବୌଦ୍ଧ ଓ ଜଗତସିଂହପୁର ଜିଲ୍ଲାରେ ଏହି କୋର୍ଟ ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି ନିଆଯାଇଛି । ଚଳିତ ଆର୍ଥିକ ବର୍ଷରେ ଏହି କୋର୍ଟ ପ୍ରତିଷ୍ଠା ହେବ ବୋଲି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପ୍ରତାପ ଜେନା ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

Intro:ରାଜ୍ୟରେ 4ଟି ଫାମିଲି କୋର୍ଟ ପ୍ରତିଷ୍ଠା ହେବ। ଏନେଇ ସରକାର ନିଷ୍ପତ୍ତି ନେଇଛନ୍ତି। ଅନୁଗୁଳ, ରାୟଗଡା, ବୌଦ୍ଧ ଓ ଜଗତସିଂହପୁର ଜିଲ୍ଲାରେ ଏହି କୋର୍ଟ ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି ନିଆଯାଇଛି। ଚଳିତ ଆର୍ଥିକ ବର୍ଷରେ ଏହି କୋର୍ଟ ପ୍ରତିଷ୍ଠା ହେବ ବୋଲି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପ୍ରତାପ ଜେନା।
Body:କConclusion:

For All Latest Updates

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.