ETV Bharat / city

STATE CORONA: ଦିନକରେ ୪୨୫ ଆକ୍ରାନ୍ତ ଚିହ୍ନଟ, ୭୧ ଶିଶୁ ପଜିଟିଭ

author img

By

Published : Oct 25, 2021, 10:18 AM IST

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨୫ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୭୧ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ । ଅଧିକ ପଢନ୍ତୁ...

STATE CORONA: ଦିନକରେ ୪୨୫ ଆକ୍ରାନ୍ତ ଚିହ୍ନଟ, ୭୧ ଶିଶୁ ପଜିଟିଭ
STATE CORONA: ଦିନକରେ ୪୨୫ ଆକ୍ରାନ୍ତ ଚିହ୍ନଟ, ୭୧ ଶିଶୁ ପଜିଟିଭ

ଭୁବନେଶ୍ବର: ରାଜ୍ୟରେ କ୍ରମଶଃ ହ୍ରାସ ପାଇବାରେ ଲାଗିଛି କୋରୋନାର ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨୫ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୭୧ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି । ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ ସେଣ୍ଟରରୁ ୨୪୯ ଜଣ ଥିବାବେଳେ ୧୭୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୧୧ ଜଣ ଥିବାବେଳେ ଅନୁଗୋଳରୁ ୨, ବାଲେଶ୍ବରରୁ ୧୫, ଭଦ୍ରକରୁ ୧୧, କଟକରୁ ୪୦, ଦେବଗଡରୁ ୬, ଢେଙ୍କାନାଳରୁ ୩, ଗଜପତିରୁ ୪, ଜଗତସିଂହପୁରରୁ ୧୦, ଯାଜପୁରରୁ ୧୧, ଝାରସୁଗୁଡା ୨, କେନ୍ଦ୍ରାପଡ଼ାରୁ ୩, କେନ୍ଦୁଝରରୁ ୧ , କୋରାପୁଟରୁ ୧, ମୟୂରଭଞ୍ଜରୁ୨୦, ନବରଙ୍ଗପୁର ୧, ନୟାଗଡରୁ ୬, ନୂଆପଡାରୁ ୩, ପୁରୀ ୮, ରାୟଗଡାରୁ ୪, ସମ୍ବଲପୁରରୁ ୧୪, ସୁନ୍ଦରଗଡରୁ ୩, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲ୍‌ରୁ ୪୫ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୩୮ ହଜାର ୮୩୬ରେ ପହଞ୍ଚିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.