ETV Bharat / city

STATE CORONA: ଦିନକରେ ୪୪୩ ପଜିଟିଭ ଚିହ୍ନଟ, ୭୫ ଶିଶୁ ଆକ୍ରାନ୍ତ

author img

By

Published : Oct 17, 2021, 10:10 AM IST

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୪୩ କୋରୋନା ପଜିଟିଭ ଚିହ୍ନଟ । ୭୫ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ । ଅଧିକ ପଢନ୍ତୁ...

STATE CORONA: ଦିନକରେ ୪୪୩ ପଜିଟିଭ ଚିହ୍ନଟ,୭୫  ଶିଶୁ ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ କମୁଛି ବଢୁଛି କୋରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୪୪୩ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୭୫ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଥିବା ବେଳେ କ୍ବାରେଣ୍ଟାଇନ ସେଣ୍ଟରରୁ ୨୫୮ ଓ ୧୮୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୪୩ ଜଣ ଥିବାବେଳେ ଅନୁଗୋଳରୁ ୧, ବାଲେଶ୍ବରରୁ ୧୪, ବରଗଡରୁ ୨, ଭଦ୍ରକରୁ ୫, ବଲାଙ୍ଗୀରରୁ ୩, କଟକରୁ ୨୭, ଗଞ୍ଜାମରୁ ୧, ଜଗତସିଂହପୁରରୁ ୭, ଯାଜପୁରରୁ ୧୧, କଳାହାଣ୍ଡିରୁ ୧, କେନ୍ଦ୍ରାପଡ଼ାରୁ ୧୦, କୋରାପୁଟରୁ ୪, ମୟୂରଭଞ୍ଜରୁ ୨୦, ନୟାଗଡରୁ ୪, ପୁରୀ ୧୩, ରାୟଗଡାରୁ ୨, ସମ୍ବଲପୁରରୁ ୬, ସୁନ୍ଦରଗଡ଼ରୁ ୧୧ ଏବଂ ଷ୍ଟେଟ ପୁଲ୍‌ରୁ ୫୮ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୩୫ ହଜାର ୭୭ରେ ପହଞ୍ଚିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.