ETV Bharat / city

STATE CORONA: ଦିନକରେ ୫୨୧ ପଜିଟିଭ ଚିହ୍ନଟ, ୬୫ ଶିଶୁ ଆକ୍ରାନ୍ତ

author img

By

Published : Oct 14, 2021, 9:58 AM IST

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୫୨୧ କୋରୋନା ପଜିଟିଭ ଚିହ୍ନଟ । ସେଥି ମଧ୍ୟରୁ ୬୫ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ । ଅଧିକ ପଢନ୍ତୁ...

STATE CORONA: ଦିନକରେ ୫୨୧ ପଜିଟିଭ ଚିହ୍ନଟ, ୬୫ ଶିଶୁ ଆକ୍ରାନ୍ତSTATE CORONA: ଦିନକରେ ୫୨୧ ପଜିଟିଭ ଚିହ୍ନଟ, ୬୫ ଶିଶୁ ଆକ୍ରାନ୍ତ
STATE CORONA: ଦିନକରେ ୫୨୧ ପଜିଟିଭ ଚିହ୍ନଟ, ୬୫ ଶିଶୁ ଆକ୍ରାନ୍ତ

ଭୁବନେଶ୍ବର: କମୁଛି ବଢୁଛି କୋରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୫୨୧ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ୬୫ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଥିବା ବେଳେ କ୍ବାରେଣ୍ଟାଇନ ସେଣ୍ଟରରୁ ୩୦୪ ଓ ୨୧୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୪୯ ଜଣ ଥିବାବେଳେ ଅନୁଗୋଳରୁ ୨, ବାଲେଶ୍ବରରୁ ୧୭, ବରଗଡରୁ ୩, ଭଦ୍ରକରୁ୩, ବଲାଙ୍ଗୀରରୁ ୪, ବୌଦ୍ଧରୁ୧, କଟକରୁ ୬୦, ଢେଙ୍କାନାଳରୁ ୨, ଗଞ୍ଜାମରୁ ୩, ଜଗତସିଂହପୁରରୁ ୧୫, ଯାଜପୁରରୁ ୯, ଝାରସୁଗୁଡା ୨, କେନ୍ଦ୍ରାପଡ଼ାରୁ ୧୪, କେନ୍ଦୁଝରରୁ ୪, କୋରାପୁଟରୁ ୬, ମୟୂରଭଞ୍ଜରୁ ୨୧, ନୟାଗଡରୁ ୯, ପୁରୀ ୧୩, ରାୟଗଡାରୁ ୧, ସମ୍ବଲପୁରରୁ ୯, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୮ ଏବଂ ଷ୍ଟେଟ ପୁଲ୍‌ରୁ ୬୧ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୩୩ ହଜାର ୮୦୯ରେ ପହଞ୍ଚିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.