ETV Bharat / city

ଆଜି ଦିନକରେ କୋରୋନାରୁ ସୁସ୍ଥ ହେଲେ ୭୬୬୪ - ସୁସ୍ଥ ହେଲେ ୭୬୬୪

ରାଜ୍ୟରୁ ଦିନକରେ ୭୬୬୪ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ମୋଟ ସୁସ୍ଥ ସଂଖ୍ୟା ୪ ଲକ୍ଷ ୩୯ ହଜାର ୩୨୨ରେ ପହଞ୍ଚିଲା । ଅଧିକ ପଢନ୍ତୁ...

ଆଜି ଦିନକରେ କୋରୋନାରୁ ସୁସ୍ଥ ହେଲେ ୭୬୬୪
ଆଜି ଦିନକରେ କୋରୋନାରୁ ସୁସ୍ଥ ହେଲେ ୭୬୬୪
author img

By

Published : May 8, 2021, 8:28 PM IST

ଭୁବନେଶ୍ୱର: ମହାମାରୀ କୋରୋନାରୁ ଆଜି ରାଜ୍ୟରେ ୭୬୬୪ ଜଣ ସୁସ୍ଥ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସର୍ବାଧିକ 961 ଜଣ ଖୋର୍ଦ୍ଧାରୁ ସୁସ୍ଥ ହୋଇଛନ୍ତି । ତେବେ ଏମାନଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୪ ଲକ୍ଷ ୩୯ ହଜାର ୩୨୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ତେବେ ଆରୋଗ୍ୟଙ୍କ ମଧ୍ୟରୁ ପୁରୀରୁ 512, କଟକରୁ 509, ସୁନ୍ଦରଗଡ଼ରୁ 473, ଅନୁଗୋଳରୁ 464, ବଲାଙ୍ଗିରରୁ ୪୬୧, ଝାରସୁଗୁଡ଼ାରୁ ୪୩୭, ନୂଆପଡ଼ାରୁ ୩୫୩, ବରଗଡ଼ରୁ ୩୩୪, ନବରଙ୍ଗପୁରରୁ ୩୩୦, ସମ୍ୱଲପୁରରୁ ୩୨୧, ଯାଜପୁରରୁ ୨୯୦, କଳାହାଣ୍ଡିରୁ ୨୮୯, ମୟୂରଭଞ୍ଜରୁ ୨୨୦, ରାୟଗଡ଼ାରୁ ୧୯୨, ଗଞ୍ଜାମରୁ ୧୬୧, କେନ୍ଦୁଝରରୁ ୧୫୪, ନୟାଗଡ଼ରୁ ୧୪୦, ସୋନପୁରରୁ ୧୨୨, ଜଗତସିଂହପୁରରୁ ୧୧୪, କୋରାପୁଟରୁ ୯୯, ବାଲେଶ୍ୱରରୁ ୯୭, ଭଦ୍ରକରୁ ୯୧, ଗଜପତିରୁ ୭୮, କେନ୍ଦ୍ରାପଡ଼ାରୁ ୭୭, ଦେବଗଡ଼ରୁ ୭୫, କନ୍ଧମାଳରୁ ୪୫, ମାଲକାନଗିରିରୁ ୩୧, ଢ଼େଙ୍କାନାଳରୁ ୨୨, ବୌଦ୍ଧରୁ ୨୦ ଓ ଷ୍ଟେଟ୍‌ ପୁଲ୍‌ରୁ ୧୯୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଆଜିର ସୁସ୍ଥଙ୍କୁ ମିଶାଇ ମୋଟ ୪ ଲକ୍ଷ ୩୯ ହଜାର ୩୨୨ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.