ETV Bharat / city

ଅବପାତର ରୂପ ନେଲା ଲଘୁଚାପ

ଅବପାତର ରୂପ ନେଲା ଲଘୁଚାପ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଆଜି ମଧ୍ୟାହ୍ନ 12ଟା ସୁଦ୍ଧା ଅବପାତର ରୂପ ନେଲା ବଙ୍ଗୋପସାଗରର ଦକ୍ଷିଣ ପଶ୍ଚିମରେ ସୃଷ୍ଟ ଲଘୁଚାପ । ଅଧିକ ପଢନ୍ତୁ...

ଆସୁଛି ଆଉ ଏକ ଲଘୁଚାପ
ଆସୁଛି ଆଉ ଏକ ଲଘୁଚାପ
author img

By

Published : Nov 10, 2021, 9:50 PM IST

Updated : Nov 11, 2021, 2:40 PM IST

ଭୁବନେଶ୍ବର : ଅବପାତର ରୂପ ନେଲା ଲଘୁଚାପ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଆଜି ମଧ୍ୟାହ୍ନ 12ଟା ସୁଦ୍ଧା ଅବପାତର ରୂପ ନେଲା ବଙ୍ଗୋପସାଗରର ଦକ୍ଷିଣ ପଶ୍ଚିମରେ ସୃଷ୍ଟ ଲଘୁଚାପ । ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ଏହି ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ ବୋଲି ସୂଚନା ମିଳିଛି । ଏସମ୍ପର୍କରେ ଆଞ୍ଚଳିକ ପାଣିପାଗ ବିଭାଗ ଭୁବନେଶ୍ବର ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି ।

ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

Last Updated : Nov 11, 2021, 2:40 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.