ETV Bharat / city

ନାଲକୋ ଛକରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର - ଭୁବନେଶ୍ବରରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳର ନାଲକୋ ଛକ ନିକଟ ଏକ ଗଛରୁ ଝୁଲନ୍ତା ମୃତଦେହ ଉଦ୍ଧାର କଲା କମିଶନରେଟ ପୋଲିସ, ପରିଚୟ ଅସ୍ପଷ୍ଟ । ଅଧିକ ପଢନ୍ତୁ

ନାଲକୋ ଛକରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

author img

By

Published : Apr 15, 2022, 1:02 PM IST

ଭୁବନେଶ୍ବର: ରାଜଧାନୀର ନାଲକୋ ଛକରୁ ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର । ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳର ନାଲକୋ ଛକ ନିକଟ ଏକ ଗଛରୁ ଝୁଲନ୍ତା ମୃତଦେହ ଉଦ୍ଧାର କଲା କମିଶନରେଟ ପୋଲିସ । ମୃତକଙ୍କ ପରିଚୟ ମିଳିପାରିନଥିବା ବେଳେ ବୟସ ପାଖାପାଖି ୪୫ବର୍ଷ ହୋଇଥିବା ଅନୁମାନ କରୁଛି ପୋଲିସ ।

ମୃତ ଯୁବକ ଜଣଙ୍କ ଜଣେ ଶ୍ରମିକ ହୋଇଥାଇ ପାରନ୍ତି ବୋଲି ପୋଲିସ ସନ୍ଦେହ କରୁଛି । ତେବେ ଯୁବକ ଜଣଙ୍କ କିଏ, ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ କେହି ହତ୍ୟା କରି ଏପରି ଗଛରେ ଝୁଲାଇ ଦେଇଛି ସେନେଇ ପୋଲିସ ତଦନ୍ତ ଆରମ୍ଭ କରିଛି । ଆଜି ସକାଳ ସମୟରେ ଯୁବକଙ୍କ ଝୁଲନ୍ତା ମୃତଦେହ ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ ।

ଭୁବନେଶ୍ବରରୁ ତାପସ ପରିଡା, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.