ETV Bharat / city

ଚତୁର୍ଥ ଶ୍ରେଣୀ ଛାତ୍ରଙ୍କୁ ଜାଣିଶୁଣି ଅନଲାଇନ କ୍ଲାସ କରାଇ ନଦେବା ଅଭିଯୋଗ

author img

By

Published : Mar 5, 2021, 11:49 AM IST

ଭୁବନେଶ୍ବରରେ ଥିବା ଏକ ଘରୋଇ ଶିକ୍ଷାନୁଷ୍ଠାନର ମନମାନି କାର୍ଯ୍ୟକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ରାଜ୍ୟ ମାନବାଧିକାର କମିଶନ। ଜଣେ ଚତୁର୍ଥ ଶ୍ରେଣୀର ଛାତ୍ରଙ୍କୁ ଜାଣିଶୁଣି ଅନଲାଇନ କ୍ଲାସ କରାଇ ନଦେବା ଅଭିଯୋଗ ହୋଇଛି । ଅଧିକ ପଢନ୍ତୁ...

ଚତୁର୍ଥ ଶ୍ରେଣୀ ଛାତ୍ରଙ୍କୁ ଜାଣିଶୁଣି ଅନଲାଇନ କ୍ଲାସ କରାଇ ନଦେବା ଅଭିଯୋଗ
ଚତୁର୍ଥ ଶ୍ରେଣୀ ଛାତ୍ରଙ୍କୁ ଜାଣିଶୁଣି ଅନଲାଇନ କ୍ଲାସ କରାଇ ନଦେବା ଅଭିଯୋଗ

ଭୁବନେଶ୍ବର: ରାଜଧାନୀରେ ଥିବା ଏକ ଘରୋଇ ଶିକ୍ଷାନୁଷ୍ଠାନର ମନମାନି କାର୍ଯ୍ୟକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ରାଜ୍ୟ ମାନବାଧିକାର କମିଶନ। ଜଣେ ଚତୁର୍ଥ ଶ୍ରେଣୀର ଛାତ୍ରଙ୍କୁ ଜାଣିଶୁଣି ଅନଲାଇନ କ୍ଲାସ କରାଇ ନଦେବା ଅଭିଯୋଗ ହୋଇଛି। ଏନେଇ ମାନବାଧକାର କମିସନଙ୍କ ନିକଟରେ ଅଭିଯୋଗ କରିଥିଲେ ଛାତ୍ରଙ୍କ ବାପା ଦୀପ୍ତିରଞ୍ଜନ ଆଚାର୍ଯ୍ୟ।

ଅଭିଯୋଗ ଆଧାରରେ ରାଜ୍ୟ ମାନବାଧିକାର କମିଶନ ଏହି ଘଟଣାର ନିରପେକ୍ଷ ତଦନ୍ତ କରି ଆସନ୍ତା ୮ ତାରିଖ ସୁଦ୍ଧା ରିପୋର୍ଟ ଦେବାକୁ ଭୁବନେଶ୍ବର ଡିସିପିଙ୍କୁ ନିର୍ଦେଶ ଦେଇଛନ୍ତି । ଏହାସହ ଉକ୍ତ ଘରୋଇ ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷାଙ୍କୁ ମଧ୍ୟ ନୋଟିସ କରିଛନ୍ତି ରାଜ୍ୟ ମାନବାଧିକାର କମିଶନ । ସେ ଗତ ୮ ତାରିଖରେ ହାଜର ହୋଇ ନିଜର ପକ୍ଷ ରଖିବେ ।

ଭୁବନେଶ୍ବରରୁ ବିକାଶ ଦାସ, ଇଟିଭି ଭାରତ

For All Latest Updates

TAGGED:

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.