ETV Bharat / city

ଏନଜିଟି ନୋଟିସ ପରେ ବର୍ଜ୍ୟବସ୍ତୁ ପରିଚାଳନା ନେଇ ସଚିବାଳୟରେ ବୈଠକ - office

ଜାତୀୟ ଗ୍ରୀନ ଟ୍ରିବୁନାଲ(ଏନଜିଟି) ନିର୍ଦ୍ଦେଶ ପରେ ରାଜ୍ୟ ସରକାର ବର୍ଜ୍ୟବସ୍ତୁ  ପରିଚାଳନା ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳ ମାନଙ୍କ ବର୍ଜ୍ୟବସ୍ତୁ ନଷ୍ଟ କରିବା ପାଇଁ ବିହିତ ପଦକ୍ଷେପ ନେଇ ବିସ୍ତୃତ ଆଲୋଚନା କରାଯାଇଛି ।

ଡିଜାଇନ ଫଟୋ
author img

By

Published : Jun 11, 2019, 9:32 PM IST

ଭୁବନେଶ୍ବର: ଜାତୀୟ ଗ୍ରୀନ ଟ୍ରିବୁନାଲ(ଏନଜିଟି) ନିର୍ଦ୍ଦେଶ ପରେ ରାଜ୍ୟ ସରକାର ବର୍ଜ୍ୟବସ୍ତୁ ପରିଚାଳନା ନେଇ ଗୁରୁତ୍ବ ପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ସଚିବାଳୟରେ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀ ଏହି ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ବୈଠକରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳ ମାନଙ୍କ ବର୍ଜ୍ୟବସ୍ତୁ ନଷ୍ଟ କରିବା ପାଇଁ ବିହିତ ପଦକ୍ଷେପ ନେଇ ବିସ୍ତୃତ ଆଲୋଚନା କରାଯାଇଛି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର

ଏନଜିଟିର ନିର୍ଦ୍ଦେଶ ଅନୁସାରେ ସମଗ୍ର ରାଜ୍ୟରେ ବର୍ଜ୍ୟବସ୍ତୁ ପରିଚାଳନାକୁ ସ୍ଵତନ୍ତ୍ର ଧ୍ୟାନ ଦେବାକୁ ପଡିବ । ଏହା ସହ ସମସ୍ତ ଘରୁ ବର୍ଜ୍ୟବସ୍ତୁ ସଂଗ୍ରହ କରାଯାଇ ଏହାକୁ ନଷ୍ଟ କିମ୍ବା କାର୍ଯ୍ୟକାରୀ ପାଇଁ ପଦକ୍ଷେପ ନିଆଯିବ । ରାଜ୍ୟରେ ମୁଖ୍ୟତଃ ପୈରାଞ୍ଚଳରେ ଏହି ନିୟମ ଲାଗୁ କରାଯିବ । ଏନେଇ ପ୍ରତି ଜିଲ୍ଲାର ଜିଲ୍ଲାପାଳ ମାନଙ୍କୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।

ଏହାସହ ସମସ୍ତ ନଗରପାଳିକାର ସୀମା ଚୟନ ଓ ବର୍ଜ୍ୟବସ୍ତୁ କେଉଁ ସ୍ଥାନରେ ପକାଯିବ ସେ ନେଇ ମଧ୍ୟ ସ୍ଥାନ ସ୍ତିର କରିବେ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି । ଆସନ୍ତା ତିନି ମାସ ମଧ୍ୟରେ ୮୦ ପ୍ରତିଶତ ବର୍ଜ୍ୟବସ୍ତୁ ସଂଗ୍ରହ କରିବା ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ।

ଭୁବନେଶ୍ବରରୁ ତପନ କୁମାର ଦାସ, ଇଟିଭି ଭାରତ

Intro:Body:

gggggggss

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.