ETV Bharat / city

ସତର୍କ ଘଣ୍ଟି! ପୁଣି ଆସୁଛି ବର୍ଷା - ବିଜୁଳି ଘଡଘଡି ସହ ବର୍ଷା

ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶାର କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ଘନ କୁହୁଡି ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ପାଣିପାଗ ବିଭାଗ । ଅଧିକ ଖବର ପଢନ୍ତୁ...

ସତର୍କ ଘଣ୍ଟି! ପୁଣି ଆସୁଛି ବର୍ଷା
ସତର୍କ ଘଣ୍ଟି! ପୁଣି ଆସୁଛି ବର୍ଷା
author img

By

Published : Feb 5, 2020, 2:18 AM IST

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶାର କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ବଲାଙ୍ଗୀର,ଗଜପତି,ବରଗଡ଼, ସୋନପୁର, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କଟକ,କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ନବରଙ୍ଗପୁର ଏବଂ କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଅନ୍ୟପଟେ ଅନ୍ୟାନ୍ୟ ଜିଲ୍ଲାର ଗୋଟିଏ, ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ଅଛି।

ସତର୍କ ଘଣ୍ଟି! ପୁଣି ଆସୁଛି ବର୍ଷା

ଆସନ୍ତା ୨୪ ଘଣ୍ଟାରେ ଘନ କୁହୁଡି ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ପାଣିପାଗ ବିଭାଗ । ୫ ତାରିଖ ସକାଳ ସୁଦ୍ଧା ରାୟଗଡା, କଳାହାଣ୍ଡି, କନ୍ଧମାଳରେ ଘନ କୁହୁଡି ହେବା ନେଇ ସମ୍ଭାବନା ରହିଛି । ସେହିପରି ଆସନ୍ତା ୨୪ ଘଣ୍ଟାରେ ବଲାଙ୍ଗୀର, ବୌଦ୍ଧ, କନ୍ଧମାଳ, ସୋନପୁର, ଅନୁଗୋଳ, ନୟାଗଡ଼, କଟକ, ସୁନ୍ଦରଗଡ, ଦେଓଗଡ଼ ଏବଂ କେନ୍ଦୁଝର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି ।

ତେବେ ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ରାୟଗଡାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ରେକର୍ଡ କରାଯାଇଛି । ଗତ ୨୪ ଘଣ୍ଟାରେ ଅନୁଗୋଳରେ ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ମାଲକାନଗିରି ରେ ୩୨ ଡିଗ୍ରୀ ସର୍ବୋଚ୍ଚ ତାପମାତ୍ରା ରହିଛି । ସେହିପରି ଭବାନୀପାଟଣାରେ, ଦାରିଙ୍ଗିବାଡିରେ ଘନ କୁହୁଡି ହୋଇଛି ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମା ଶଙ୍କର ଦାଶ କହିଛନ୍ତି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

Intro:ପାଣିପାଗ ସୂଚନା।

Body:ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶାର କିଛି ସ୍ଥାନରେ ବିଜୁଳି ଘଡଘଡି ବର୍ଷା ହେବାର ସମ୍ଭାବନା ରହିଛି।ବଲାଙ୍ଗୀର, ଗଜପତି, ବରଗଡ଼, ସୋନପୁର, ବୌଦ୍ଧ, ଅନୁଗୁଳ,ଢେଙ୍କାନାଳ, କଟକ,କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ନବରଙ୍ଗପୁର ଏବଂ କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ବର୍ଷାର ସମ୍ଭାବନା ରହିଛି,ତଥା ଅନ୍ୟାନ୍ୟ ଜିଲ୍ଲା ଗୁଡ଼ିକରେ ଗୋଟିଏ ,ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ଅଛି।

ଆସନ୍ତା ୨୪ ଘଣ୍ଟାରେ ଘନ କୁହୁଡି ହେବା ନେଇ ୟେଲୋ ୱାର୍ନିଙ୍ଗ ଜାରି କରିଛି ଭୁବନେଶ୍ୱର ପାଣିପାଗ ବିଭାଗ।୪ ତାରିଖରୁ ୫ ତାରିଖ ସକାଳ ସୁଦ୍ଧା ରାୟଗଡା, କଳାହାଣ୍ଡି, କନ୍ଧମାଳ ରେ ଘନ କୁହୁଡି ହେବ।ସେହିପରି ଆସନ୍ତା ୨୪ ଘଣ୍ଟାରେ ବଲାଙ୍ଗୀର, ବୌଦ୍ଧ, କନ୍ଧମାଳ, ସୋନପୁର, ଅନୁଗୁଳ,ନୟାଗଡ଼,କଟକ,ସୁନ୍ଦରଗଡ, ଦେଓଗଡ଼ ଏବଂ କେନ୍ଦୁଝର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି।

ତେବେ ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ରାୟଗଡାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ରେକର୍ଡ କରାଯାଇଛି।ଗତ ୨୪ ଘଣ୍ଟାରେ ଅନୁଗୁଳ ରେ ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ମାଲକାନଗିରି ରେ ୩୨ ଡିଗ୍ରୀ ସର୍ବୋଚ୍ଚ ତାପମାତ୍ରା ରହିଛି।ସେହିପରି ଭବାନୀପାଟଣାରେ ,ଦାରିଙ୍ଗିବାଡି ରେ ଘନ କୁହୁଡି ହୋଇଛି ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ରରର ବୈଜ୍ଞାନିକ ଉମା ଶଙ୍କର ଦାଶ କହିଛନ୍ତି।

Conclusion:
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.