ETV Bharat / city

ପ୍ରଶିକ୍ଷଣ ନେବେ ବିଧାୟକ

ବିଧାନସଭାର ନୂତନ ସମ୍ମିଳନୀ କକ୍ଷରେ ହେବ ପ୍ରଶିକ୍ଷଣ କାର୍ଯ୍ଯକ୍ରମ । ତାଲିମ ନେବେ ବିଧାନସଭାର ସମସ୍ତ ସଦସ୍ଯ । ଚଳିତ ମାସ 13 ଓ 14 ତାରିଖରେ ଅନୁଷ୍ଠିତ ହେବ ଏହି କାର୍ଯ୍ୟକ୍ରମ ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର
author img

By

Published : Sep 10, 2019, 8:58 PM IST

ଭୁବନେଶ୍ବର: ଚଳିତ ମାସରେ ପ୍ରଶିକ୍ଷଣ ନେବେ ବିଧାୟକ । ଲୋକସଭା ସଚିବାଳୟ ଓ ଓଡ଼ିଶା ବିଧାନସଭା ସଚିବାଳୟର ମିଳିତ ଆନୁକୂଲ୍ୟରେ ସେପ୍ଟେମ୍ବର ୧୩ ଓ ୧୪ ଦୁଇଦିନ ଧରି ଜାରି ରହିବ ଏହି କାର୍ଯ୍ୟକ୍ରମ ।

ବିଧାନସଭାର ନୂତନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହେବାକୁ ଥିବା ପ୍ରଶିକ୍ଷଣ କାର୍ଯ୍ୟକ୍ରମକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । 13 ତାରିଖ ଦିନ ୧୦.୪୫ ମିନିଟ ସମୟରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ।

କାର୍ଯ୍ୟକ୍ରମରେ ବିଧାନସଭାର ବରିଷ୍ଠ ମନ୍ତ୍ରୀ, ବିଧାୟକ ଓ ଲୋକସଭା ସଚିବାଳୟର ବରିଷ୍ଠ ଅଧିକାରୀମାନେ ଅଂଶଗ୍ରହଣ କରିବେ । ବିଧାନସଭାର କାର୍ଯ୍ୟବିଧି ଓ କାର୍ଯ୍ୟ ପରିଚାଳନା ନିୟମାବଳୀ ଉପରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ହେବ ଆଲୋଚନା ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

Intro:ଲୋକସଭା ସଚିବାଳୟ (ଗଣତନ୍ତ୍ର ପାଇଁ ସଂସଦୀୟ ଗବେଷଣା ଓ ପ୍ରଶିକ୍ଷଣ ଅନୁଷ୍ଠାନ) ଓ ଓଡ଼ିଶା ବିଧାନସଭା ସଚିବାଳୟର ମିଳିତ ଆନୁକୂଲ୍ୟରେ ଚଳିତ ସେପେଫମ୍ବର ୧୩ ଓ ୧୪ ତାରିଖ ଦିନ ବିଧାନସଭାର ମାନ୍ୟବର ସଦସ୍ୟସଦସ୍ୟାଙ୍କ ପାଇଁ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ବିଧାନସଭାର ନୂତନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହେବାକୁ ଥିବା ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୧୩ ତାରିଖ ଦିନ ପୂର୍ବାହ୍ନ ୧୦.୪୫ ମିନିଟ୍‌ ସମୟରେ ଉଦ୍‌ଘାଟନ କରିବେ । ବିଧାନସଭାର ବରିଷ୍ଠ, ଅଭିଜ୍ଞ ଅନୁଭୂତିସଂପନ୍ନ ମନ୍ତ୍ରୀ, ବିଧାୟକ ଓ ଲୋକସଭା ସଚିବାଳୟର ବରିଷ୍ଠ ଅଧିକାରୀମାନେ ଅଂଶଗ୍ରହଣ କରି ବିଧାନସଭାର କାର୍ଯ୍ୟବିଧି ଓ କାର୍ଯ୍ୟ ପରିଚାଳନା ନିୟମାବଳୀ ଉପରେ ଆଲୋଚନା କରିବେ । ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଓଡ଼ିଶା ବିଧାନସଭାର ସମସ୍ତ ସଦସ୍ୟସଦସ୍ୟା ଯୋଗଦେବେ ।Body:HhConclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.