ETV Bharat / city

New Year Wish: ମୁଖ୍ୟମନ୍ତ୍ରୀଙ୍କୁ ନୂଆବର୍ଷର ଶୁଭେଚ୍ଛା ଜଣାଇଲେ ସମସ୍ତ ସଚିବ

author img

By

Published : Jan 1, 2022, 2:05 PM IST

Updated : Jan 1, 2022, 2:18 PM IST

ଭିସି ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ନବବର୍ଷର ଶୁଭେଚ୍ଛା ଜଣାଇଲେ ସମସ୍ତ ସଚିବ । ଅଧିକ ପଢନ୍ତୁ

New Year Wish: ମୁଖ୍ୟମନ୍ତ୍ରୀଙ୍କୁ ନୂଆବର୍ଷର ଶୁଭେଚ୍ଛା ଜଣାଇଲେ ସମସ୍ତ ସଚିବ
New Year Wish: ମୁଖ୍ୟମନ୍ତ୍ରୀଙ୍କୁ ନୂଆବର୍ଷର ଶୁଭେଚ୍ଛା ଜଣାଇଲେ ସମସ୍ତ ସଚିବ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ସମସ୍ତ ସଚିବ(New Year wish to Cm Naveen) । ମୁଖ୍ୟ ଶାସନ ସଚିବ ସୁରେଶ କୁମାର ମହାପାତ୍ରଙ୍କ ନେତୃତ୍ବରେ ସମସ୍ତ ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ମଧ୍ୟ ସମସ୍ତ ସଚିବଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

କୋଭିଡ଼ ପାଇଁ ସରକାରୀ କାର୍ଯ୍ୟାଳୟରେ ଲାଗିଛି ନୂଆବର୍ଷ କଟକଣା । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ଅଧିକାରୀ ଓ ଶୁଭେଚ୍ଛୁ କେବଳ ଅନଲାଇନ ଯୋଗେ ଶୁଭେଚ୍ଛା ଜଣାଇ ପାରିବେ । ଫୁଲ ଦେଇ ନୂଆବର୍ଷ ଅଭିନନ୍ଦନ ଜଣାଇବାକୁ ମନା । ତେଣୁ କୋଭିଡ଼ ଗାଇଡ଼ଲାଇନ ଅନୁସାରେ ମୁଖ୍ୟମନ୍ତ୍ରୀଙ୍କୁ ସମସ୍ତ ସଚିବ ଶୁଭେଚ୍ଛା ଜଣାଇଛନ୍ତି ।

ଲୋକସେବା ଭବନ ସମ୍ମିଳନୀ କକ୍ଷରେ ସମସ୍ତ ସଚିବ ଉପସ୍ଥିତ ଥିଲେ । ଭିସି ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଓ ସଚିବ ଦଳଙ୍କ ମଧ୍ୟରେ ଶୁଭେଚ୍ଛା ବାର୍ତ୍ତା ଆଦାନ ପ୍ରଦାନ ହୋଇଛି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

Last Updated : Jan 1, 2022, 2:18 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.