ETV Bharat / city

ଉତ୍ତର ପଶ୍ଚିମ ବଙ୍ଗୋପସାଗର ଲଘୁଚାପ: 24ରୁ ରାଜ୍ୟରେ ପ୍ରବଳ ବର୍ଷା - ଆସୁଛି ଆଉ ଏକ ଲଘୁଚାପ

ତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ଆଶଙ୍କା ରହିଛି । ଏହାର ପ୍ରଭାବରେ ୨୪, ୨୫, ୨୬ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଉତ୍ତର ପଶ୍ଚିମ ବଙ୍ଗୋପସାଗର ଲଘୁଚାପ: 24ରୁ ରାଜ୍ୟରେ ପ୍ରବଳ ବର୍ଷା

author img

By

Published : Aug 21, 2020, 9:01 PM IST

ଭୁବନେଶ୍ବର: ଆସନ୍ତା ୨୩ ତାରିଖରେ ଆସୁଛି ଆଉ ଏକ ଲଘୁଚାପ । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ଆଶଙ୍କା ରହିଛି । ଏହାର ପ୍ରଭାବରେ ୨୪, ୨୫, ୨୬ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଉତ୍ତର ପଶ୍ଚିମ ବଙ୍ଗୋପସାଗର ଲଘୁଚାପ: 24ରୁ ରାଜ୍ୟରେ ପ୍ରବଳ ବର୍ଷା

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨୩ ତାରିଖରେ ବାଲେଶ୍ବର, ମୟୂରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, କେନ୍ଦୁଝର, ଦେବଗଡ଼ ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ନେଇ ମଧ୍ୟ ୟେଲୋ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଭୁବନେଶ୍ବର ଓ କଟକ ଟ୍ବିନସିଟି ଆକାଶ ମେଘାଚ୍ଛନ୍ନ ରହିବା ସହ ସ୍ଥାନେ ସ୍ଥାନେ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.