ETV Bharat / city

ପୁରୀ ଓ କାମାକ୍ଷା ମଧ୍ୟରେ ଆଉ ଏକ ସ୍ୱତନ୍ତ୍ର ଟ୍ରେନ ଚଳାଚଳ - ପୁରୀ ଓ କାମାକ୍ଷା ମଧ୍ୟରେ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ

ପୁରୀ ଏବଂ କାମାକ୍ଷା ମଧ୍ୟରେ ପୁଣି ଏକ ସ୍ବତନ୍ତ୍ର ଟ୍ରେନ ଚଳାଚଳ କରାଇବାକୁ ରେଳ ମନ୍ତ୍ରଣାଳୟ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ଅଧିକ ପଢନ୍ତୁ...

ପୁରୀ ଓ କାମାକ୍ଷା ମଧ୍ୟରେ ଆଉ ଏକ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ

author img

By

Published : Jun 11, 2021, 7:22 PM IST

ଭୁବନେଶ୍ବର: ପୁରୀ ଏବଂ କାମାକ୍ଷା ମଧ୍ୟରେ ପୁଣି ଏକ ସ୍ବତନ୍ତ୍ର ଟ୍ରେନ ଚଳାଚଳ କରାଇବାକୁ ରେଳ ମନ୍ତ୍ରଣାଳୟ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ୦୫୬୪୪/୦୫୬୪୩ କାମାକ୍ଷା-ପୁରୀ-କାମାକ୍ଷା ସ୍ପେଶାଲ ଟ୍ରେନ କାମାକ୍ଷା ଠାରୁ ଜୁନ ମାସ ୨୪ ତାରିଖରୁ ପ୍ରତ୍ୟେକ ଗୁରୁବାର ରାତି 11ଟା 45 ମିନିଟରେ ଛାଡିବାକୁ ଥିବାବେଳେ ଏହି ଟ୍ରେନ ପୁରୀ ଠାରୁ ଜୁନ ମାସ ୨୬ ତାରିଖ ଠାରୁ ପ୍ରତ୍ୟେକ ଶନିବାର ରାତ୍ରି ୧୦ଟା ୫ ମିନିଟରେ ଛାଡି ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଚଳାଚଳ କରିବ।

ଏହି ଟ୍ରେନ ପୂର୍ବତଟ ରେଳପଥ ପରିସୀମାରେ ଖୋର୍ଦ୍ଧା ରୋଡ, ଭୁବନେଶ୍ବର, କଟକ, ଯାଜପୁର, କେନ୍ଦୁଝର ରୋଡ଼, ଭଦ୍ରକ ଷ୍ଟେସନ ମାନଙ୍କରେ ରହଣି କରିବାକୁ ଥିବାବେଳେ ପୁରୀ ଓ କାମାକ୍ଷା ମଧ୍ୟରେ ଗୁରୁତ୍ବପୂର୍ଣ୍ଣ ଷ୍ଟେସନ ଯଥା ହାୱଡ଼ା, କାଟୱା, ମାଲଦା ଟାଉନ, ନ୍ୟୁ ଜଲପାଈଗୁଡ଼ି ଓ ନ୍ୟୁ ଅଲିପୁରଦୁଆର ଭଳି ଗୁରୁତ୍ବପୂର୍ଣ୍ଣ ଷ୍ଟେସନ ମାନଙ୍କରେ ରହଣି କରିବ |

ଭୁବନେଶ୍ବରରୁ ବିକାଶ କୁମାର ଦାସ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.