ETV Bharat / city

ରାଷ୍ଟ୍ରୀୟ ସଭାପତିଙ୍କୁ ରିପୋର୍ଟ କାର୍ଡ ପ୍ରଦାନ କଲେ ଅପରାଜିତା - ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ

ଗୁରୁବାର ନୂଆଦିଲ୍ଲୀଠାରେ ବିଜେପି ରାଷ୍ଟ୍ରୀୟ ଅଧକ୍ଷ ଜଗତ ପ୍ରକାଶ ନଡ୍ଡାଙ୍କୁ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ପ୍ରଦାନ କଲେ ବାର୍ଷିକ ରିପୋର୍ଟ କାର୍ଡ । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

ରାଷ୍ଟ୍ରୀୟ ସଭାପତିଙ୍କୁ ରିପୋର୍ଟ କାର୍ଡ ପ୍ରଦାନ କଲେ ଅପରାଜିତା

author img

By

Published : Jul 23, 2020, 4:11 PM IST

ଭୁବନେଶ୍ୱର: ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ପ୍ରଦାନ କଲେ ବାର୍ଷିକ ରିପୋର୍ଟ କାର୍ଡ । ଗୁରୁବାର ନୂଆଦିଲ୍ଲୀ ଠାରେ ଭାରତୀୟ ଜନତା ପାର୍ଟି ରାଷ୍ଟ୍ରୀୟ ଅଧକ୍ଷ ଜଗତ ପ୍ରକାଶ ନଡ୍ଡାଙ୍କୁ ସାକ୍ଷାତ କରି ବାର୍ଷିକ ରିପୋର୍ଟ କାର୍ଡ (Annual Report Card) ପ୍ରଦାନ କଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ l

ଏହି ଅବସରରେ ଭୁବନେଶ୍ୱର ଲୋକସଭା କ୍ଷେତ୍ର ଏବଂ ଓଡିଶା ରାଜ୍ୟ ରାଜନୀତିର ବିଭିନ୍ନ ବିଷୟ ସମ୍ୱନ୍ଧରେ ସାଧରଣ ଆଲୋଚନା କରିଥିଲେ । ଆଗାମୀ ଦିନରେ ପ୍ରତ୍ୟେକ ବର୍ଷ ବାର୍ଷିକ ରିପୋର୍ଟ କାର୍ଡ ପ୍ରସ୍ତୁତ କରାଯିବ ବୋଲି ସାଂସଦ ବ୍ୟକ୍ତ କରିବା ସହ ରାଷ୍ଟ୍ରୀୟ ଅଧକ୍ଷ ଜଗତ ପ୍ରକାଶ ନଡ୍ଡାଙ୍କ ଆର୍ଶୀବାଦ ଏବଂ ମାର୍ଗଦର୍ଶନ କାମନା କରିଥିଲେ l

ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.