ETV Bharat / city

ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଭାବେ ଅର୍ଚ୍ଚନା ଯୋଶୀଙ୍କୁ ଅତିରିକ୍ତ ଦାୟିତ୍ୱ - ପୂର୍ବତଟ ରେଳପଥ

ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଭାବେ ଅର୍ଚ୍ଚନା ଯୋଶୀଙ୍କୁ ଅତିରିକ୍ତ ଦାୟିତ୍ୱ । ପୂର୍ବତଟ ରେଳପଥର ବିଦାୟୀ ମହାପ୍ରବନ୍ଧକ ବିଦ୍ୟା ଭୂଷଣ ଗତ 31 ଅକ୍ଟୋବର 2021ରେ ଅବସର ଗ୍ରହଣ କରିଛନ୍ତି । ଅଧିକ ପଢନ୍ତୁ...

ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଭାବେ ଅର୍ଚ୍ଚନା ଯୋଶୀଙ୍କୁ ଅତିରିକ୍ତ ଦାଇତ୍ୱ

author img

By

Published : Nov 3, 2021, 7:43 AM IST

ଭୁବନେଶ୍ବର: ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଅତିରିକ୍ତ ଦାୟିତ୍ବ ନେଲେ ଅର୍ଚ୍ଚନା ଯୋଶୀ । ନିୟମିତ ମହାପ୍ରବନ୍ଧକଙ୍କ ଯୋଗଦାନ ପର୍ଯ୍ୟନ୍ତ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଭାବେ ଦକ୍ଷିଣ ପୂର୍ବ ରେଳପଥର ମହାପ୍ରବନ୍ଧକ ଅର୍ଚ୍ଚନା ଯୋଶୀ ଅତିରିକ୍ତ ଦାୟିତ୍ୱ ତୁଲାଇବେ । ପୂର୍ବତଟ ରେଳପଥର ବିଦାୟୀ ମହାପ୍ରବନ୍ଧକ ବିଦ୍ୟା ଭୂଷଣ ଗତ 31 ଅକ୍ଟୋବର 2021ରେ ଅବସର ଗ୍ରହଣ କରିଛନ୍ତି । ଅର୍ଚ୍ଚନା ଯୋଶୀ 1985 ବ୍ୟାଚର ଭାରତୀୟ ରେଳବାଇ ଟ୍ରାଫିକ୍ ସେବା ଅଧିକାରୀ ଅଟନ୍ତି ।

ଭୁବନେଶ୍ବରରୁ ବିକାଶ ଦାସ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.