ETV Bharat / city

WODC ଅଧ୍ୟକ୍ଷ ଦାୟିତ୍ୱ ନେଲେ ଅସିତ ତ୍ରିପାଠୀ

author img

By

Published : Jan 11, 2021, 6:22 PM IST

ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଦାୟିତ୍ବ ନେଲେ ବରିଷ୍ଠ ଅଧିକାରୀ ଅସିତ ତ୍ରିପାଠୀ । ପୂର୍ବରୁ ରାଜ୍ୟ ମୁଖ୍ୟ ଶାସନ ସଚିବ ଦାୟିତ୍ବରେ ରହିଥିଲେ । ଅଧିକ ପଢ଼ନ୍ତୁ...

asit tripathy takes charge as president of western odisha development parishad
ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଦାୟିତ୍ୱ ନେଲେ ଅସିତ ତ୍ରିପାଠୀ

ଭୁବନେଶ୍ବର: ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଦାୟିତ୍ବ ନେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ। ଏହାସହ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରମୁଖ ଉପଦେଷ୍ଟା ଭାବେ ଦାୟିତ୍ବ ତୁଲାଇବେ । କାର୍ଯ୍ୟରେ ଯୋଗ ଦେବାପରେ ବରିଷ୍ଠ ଅଧିକାରୀ ଏକ ସମୀକ୍ଷା ବୈଠକ ଡାକି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି ।

ଏହାପୂର୍ବରୁ ବରିଷ୍ଠ ପ୍ରଶାସନିକ ଅଧିକାରୀ ଅସିତ ତ୍ରିପାଠୀ ରାଜ୍ୟର ମୁଖ୍ୟ ଶାସନ ସଚିବ ଦାୟିତ୍ବରେ ରହିଥିଲେ। ତେବେ ତାଙ୍କ କାର୍ଯ୍ୟ ଦକ୍ଷତାକୁ ଦେଖି ତାଙ୍କୁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଦାୟିତ୍ବ ଦେବାକୁ ନିଷ୍ପତ୍ତି ନେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଡିସେମ୍ବର 31 ତାରିଖରେ ସେ ମୁଖ୍ୟ ଶାସନ ସଚିବ ଭାବରେ ଶେଷଥର ପାଇଁ କାର୍ଯ୍ୟ ତୁଲାଇଥିଲେ।

ଅସିତ ତ୍ରୀପାଠୀଙ୍କ ପରେ ରାଜ୍ୟ ମୁଖ୍ୟ ଶାସନ ସଚିବ ଦାୟିତ୍ବ ନେଇଛନ୍ତି ବରିଷ୍ଠ ପ୍ରଶାସନିକ ଅଧିକାରୀ ସୁରେଶ ମହାପାତ୍ର । ସେ ମଧ୍ୟ ପୂର୍ବରୁ ବହୁ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ବହନ କରି ସାରିଛନ୍ତି।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.