ETV Bharat / city

ଅପରାହ୍ନ 3ଟା ଯାଏଁ ଗୃହ ମୁଲତବୀ

ୟେସ ବ୍ୟାଙ୍କରେ ମହାପ୍ରଭୁଙ୍କ ଟଙ୍କା ରଖିବା ପ୍ରସଙ୍ଗରେ ବିଧାନସଭାରେ ବିରୋଧୀଙ୍କ ମୁଲତବୀ ନୋଟିସ । ଅପରାହ୍ନ 3ଟା ଯାଏଁ ଗୃହ ମୁଲତବୀ ...

author img

By

Published : Mar 11, 2020, 1:03 PM IST

assembly
assembly

ଭୁବନେଶ୍ବର: ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆଜି ଠାରୁ ଆରମ୍ଭ ହୋଇଛି । ଆଜି ଗୃହ କାର୍ଯ୍ୟ ଆରମ୍ଭ ହେବାମାତ୍ରେ ଗୃହର ନେତା ଶୋକ ପ୍ରସ୍ତାବ ଆଗତ କରିଥିଲେ । ପରେ ବାଚସ୍ପତି ପ୍ରଶ୍ନକାଳ ଆରମ୍ଭ କରିଥିଲେ ।

ହେଲେ ମହାପ୍ରଭୁଙ୍କ 545 କୋଟି ଟଙ୍କା ୟେସ ବ୍ୟାଙ୍କରେ ରଖିବା ପ୍ରସଙ୍ଗରେ ବିରୋଧୀ ମୁଲତବୀ ପ୍ରସଙ୍ଗରେ ଆଲୋଚନା ପାଇଁ ଦାବି କରିଥିଲେ । ଏହା ଗ୍ରହଣ ନହେବାରୁ ବିରୋଧୀ ଦଳ ହୋହାଲ୍ଲା କରିବାରୁ ବାଚସ୍ପତି ମଧ୍ୟାହ୍ନ 12.30 ପରେ 3ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ରଖିଛନ୍ତି ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.