ETV Bharat / city

ଖୁବଶୀଘ୍ର ବିଧାନସଭା ଗୃହ କମିଟି ବୈଠକ

author img

By

Published : Apr 8, 2022, 2:17 PM IST

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଧ୍ୟାନ କରିବ ବିଧାନସଭା ଗୃହ କମିଟି। ଅଧିକ ପଢନ୍ତୁ

ଖୁବଶୀଘ୍ର ବିଧାନସଭା ଗୃହ କମିଟି ବୈଠକ
ଖୁବଶୀଘ୍ର ବିଧାନସଭା ଗୃହ କମିଟି ବୈଠକ

ଭୁବନେଶ୍ବର: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଧ୍ୟାନ କରିବ ବିଧାନସଭା ଗୃହ କମିଟି । ଖୁବଶୀଘ୍ର କମିଟି ବୈଠକ ଡକାଯିବ। ବୈଠକରେ ବିଭିନ୍ନ ଦିଗ ଉପରେ ଆଲୋଚନା ହେବ। ଏ ନେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି ।

ଆଇନ ସଚିବ, ପୂର୍ତ୍ତ ସଚିବ ଓ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ଆଲୋଚନା ହେବ। କମିଟିରେ ୮ ଜଣ ସଦସ୍ୟ ଅଛନ୍ତି। ଗତ 31 ତାରିଖରେ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହୋଇଥିଲା। ଦେବୀ ମିଶ୍ର, ନରସିଂହ ମିଶ୍ର, ଜୟନ୍ତ ଷଡଙ୍ଗୀ, ଲଳିତେନ୍ଦୁ ମହାପାତ୍ର, ପ୍ରତାପ ଜେନା, ବିକ୍ରମ ଆରୁଖ ଓ ଅତନୁ ସବ୍ୟସାଚୀ ନାୟକ କମିଟିରେ ସଦସ୍ୟ ଅଛନ୍ତି।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.