ETV Bharat / city

ଆୟୁଷ ନିର୍ଦ୍ଦେଶକଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର

author img

By

Published : Aug 13, 2020, 2:36 PM IST

ଆୟୁଷ ନିର୍ଦ୍ଦେଶକ ବିଭୁ ଷଡଙ୍ଗୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର ।

ayush director
ଆୟୁଷ ନିର୍ଦ୍ଦେଶକଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର

ଭୁବନେଶ୍ବର: ଆୟୁଷ ନିର୍ଦ୍ଦେଶକ ବିଭୁ ଷଡଙ୍ଗୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର ।

କିଛିଦିନ ତଳେ ତାଙ୍କ ବିରୋଧରେ ଜଣେ ଯୁବତୀଙ୍କୁ ଅସଦାଚରଣ ମାମଲା ସାମ୍ନାକୁ ଆସିଥିଲା । ଏନେଇ ମହିଳା ଥାନାରେ ତାଙ୍କ ନାମରେ ମାମଲା ହୋଇଥିଲା । ତାଙ୍କ ବିରୋଧରେ ଠୋସ ପ୍ରମାଣ ମିଳିବା ପରେ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି ।

ବିଭୁ ଷଡଙ୍ଗୀ କାର୍ଯ୍ୟାଳୟରେ ଜଣେ ମହିଳା କର୍ମଚାରୀଙ୍କ ପ୍ରତି ଅସଦାଚରଣ କରି ସର୍ଭିସ ରୁଲର ଉଲ୍ଲଙ୍ଘନ କରିଥିବାରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏଥିପାଇଁ ସରକାର ଜିରୋ ଟଲରାନ୍ସ ନୀତି ଆପଣାଇଛନ୍ତି ରାଜ୍ୟ ସରକାର ।

ଭୁବନେଶ୍ବରରୁ ତପନ କୁମାର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.