ETV Bharat / city

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ BCCI ସଭାପତି ସୌରଭ ଗାଙ୍ଗୁଲି - ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସୌରଭ ଗାଙ୍ଗୁଲି

ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ BCCI ସଭାପତି ସୌରଭ ଗାଙ୍ଗୁଲି । ବାରବାଟୀରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଦ୍ବିତୀୟ ଟି୨୦ ମ୍ୟାଚ୍‌ରେ ଯୋଗ ଦେବାକୁ ଓଡ଼ିଶା ଆସିଛନ୍ତି ବିସିସିଆଇ ସଭାପତି । ଅଧିକ ପଢ଼ନ୍ତୁ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ BCCI ସଭାପତି ସୌରଭ ଗାଙ୍ଗୁଲି

author img

By

Published : Jun 12, 2022, 6:05 PM IST

Updated : Jun 12, 2022, 7:28 PM IST

ଭୁବନେଶ୍ବର: ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିସିସିଆଇ(BCCI) ସଭାପତି ସୌରଭ ଗାଙ୍ଗୁଲି । ବାରବାଟୀରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଦ୍ବିତୀୟ ଟି୨୦ ମ୍ୟାଚ୍‌ରେ ଯୋଗ ଦେବାକୁ ଓଡ଼ିଶା ଆସିଛନ୍ତି ବିସିସିଆଇ ସଭାପତି । ଅପରାହ୍ନରେ ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ପାଛୋଟି ନେଇଥିଲେ OCA ସମ୍ପାଦକ । ନବୀନଙ୍କୁ ଭେଟିବା ପରେ ଗାଙ୍ଗୁଲି ବାରବାଟୀ ଷ୍ଟାଡିୟମ ଯିବେ ।

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ BCCI ସଭାପତି ସୌରଭ ଗାଙ୍ଗୁଲି

BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ, ମୁଖ୍ୟମନ୍ତ୍ରୀ ଜାତୀୟ ହକି ଦଳର ଜର୍ସି ପ୍ରଦାନ କରିଛନ୍ତି । ଭେଟି କ୍ରୀଡ଼ା କ୍ଷେତ୍ରର ବିକାଶ ପାଇଁ ବିଭିନ୍ନ ଦୃଷ୍ଟିକୋଣରୁ ଗାଙ୍ଗୁଲିଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Last Updated : Jun 12, 2022, 7:28 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.