ETV Bharat / city

IND-SA T20I at Barabati: ଭୁବନେଶ୍ବରରେ ପହଞ୍ଚିଲେ BCCI ସଭାପତି ସୌରଭ ଗାଙ୍ଗୁଲି

author img

By

Published : Jun 12, 2022, 2:51 PM IST

Updated : Jun 12, 2022, 3:31 PM IST

ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଲେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି । ଅଧିକ ପଢ଼ନ୍ତୁ

ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଲେ ସୌରଭ ଗାଙ୍ଗୁଲି

ଭୁବନେଶ୍ବର: ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଲେ BCCI ସଭାପତି ସୌରଭ ଗାଙ୍ଗୁଲି । ଓଡିଶା କ୍ରିକେଟ ଆସୋସିଏସନ ସମ୍ପାଦକ ସଞ୍ଜୟ ବେହେରା ଓ ସଭାପତି ପଙ୍କଜ ଲୋଚନ ମହାନ୍ତି, ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କୁ ବିମାନ ବନ୍ଦରରୁ ପାଛୋଟି ନେଇଛନ୍ତି ।

ଭୁବନେଶ୍ବରରେ ପହଞ୍ଚିଲେ BCCI ସଭାପତି ସୌରଭ ଗାଙ୍ଗୁଲି

ବାରବାଟୀରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଦ୍ବିତୀୟ ଟି୨୦ ମ୍ୟାଚ୍‌ରେ ଉପସ୍ଥିତ ରହିବା ନେଇ ସୂଚନା ରହିଛି । ସନ୍ଧ୍ୟାରେ ଗାଙ୍ଗୁଲି ମୁଖ୍ୟମନ୍ତ୍ରୀଙ୍କୁ ନବୀନ ନିବାସରେ ଭେଟିବାର କାର୍ଯ୍ୟକ୍ରମ ରହିଛି ।

Last Updated : Jun 12, 2022, 3:31 PM IST

For All Latest Updates

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.