ETV Bharat / city

ବିଜେଡି କାର୍ଯ୍ୟାଳୟରେ ବିଜୁ ଜୟନ୍ତୀ ପାଳିତ

author img

By

Published : Mar 5, 2020, 11:26 AM IST

Updated : Mar 5, 2020, 11:53 AM IST

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ 104 ତମ ଜନ୍ମ ଜୟନ୍ତୀ ଦଳୀୟ କାର୍ଯ୍ୟାଳୟରେ ପାଳିତ ହୋଇଛି । ଏହି ଅବସରରେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିଜୁ ପଟ୍ଟନାୟକଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।

biju jayanti celebrated in bjd party office
ଦଳୀୟ କାର୍ଯ୍ୟାଳୟରେ ବିଜୁ ଜୟନ୍ତୀ ପାଳିତ

ଭୁବନେଶ୍ବର: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ 104 ତମ ଜନ୍ମ ଜୟନ୍ତୀ ଦଳୀୟ କାର୍ଯ୍ୟାଳୟରେ ପାଳିତ ହୋଇଛି । ଏହି ଅବସରରେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିଜୁ ପଟ୍ଟନାୟକଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।

ବିଜେଡି କାର୍ଯ୍ୟାଳୟରେ ବିଜୁ ଜୟନ୍ତୀ ପାଳିତ

ଏହି ସମୟରେ ଦଳର ବିଭିନ୍ନ ଛାମୁଆ ସଂଗଠନ ଯୁବ, ଛାତ୍ର ଓ ମହିଳା ମୋର୍ଚ୍ଚାର ସମସ୍ତ କାର୍ଯ୍ୟକର୍ତ୍ତା ଓ ନେତା ମନ୍ତ୍ରୀମାନେ ଉପସ୍ଥିତ ରହିଥିଲେ । ଚଳିତ ବର୍ଷ ବିଜୁବାବୁଙ୍କ ଜୟନ୍ତୀ ସାରା ରାଜ୍ୟରେ ବ୍ୟାପକ ଭାବେ ପାଳନ କରିବା ପାଇଁ ଦଳ ପକ୍ଷରୁ ନିଷ୍ପତ୍ତି ହୋଇଛି । ଆଜି ଦିନ ତମାମ ମଧ୍ୟ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଏହାସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଠାରେ ଏକ ବିଶାଳ ରାଲିକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି ।

ଭୁବନେଶ୍ବରରୁ ତପନ ଦାସ, ଇଟିଭି ଭାରତ

Last Updated : Mar 5, 2020, 11:53 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.