ETV Bharat / city

ବିଜେବି କଲେଜ ଛାତ୍ରୀ ଆତ୍ମହତ୍ୟା ମାମଲା:ନିଜ ଆଡୁ ମାମଲା ରୁଜୁ କଲେ OHRC

ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ମାମଲା । ନିଜ ଆଡୁ ମାମଲା ରୁଜୁ କଲେ ରାଜ୍ୟ ମାନବାଧିକାର କମିଶନ (Odisha Human Rights commission) । ଅଧିକ ପଢନ୍ତୁ

ବିଜେବି କଲେଜ ଛାତ୍ରୀ ଆତ୍ମହତ୍ୟା ମାମଲା:ନିଜ ଆଡୁ ମାମଲା ରୁଜୁ କଲେ OHRC
ବିଜେବି କଲେଜ ଛାତ୍ରୀ ଆତ୍ମହତ୍ୟା ମାମଲା:ନିଜ ଆଡୁ ମାମଲା ରୁଜୁ କଲେ OHRC
author img

By

Published : Jul 4, 2022, 8:11 PM IST

ଭୁବନେଶ୍ବର : ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ମାମଲା । ନିଜ ଆଡୁ ମାମଲା ରୁଜୁ କଲେ ରାଜ୍ୟ ମାନବାଧିକାର କମିଶନ (Odisha Human Rights commission) । ମାମଲା ରୁଜୁ କରି ଟୁଇନ ସିଟି ପୋଲିସ କମିଶନରଙ୍କୁ ନୋଟିସ କରିଛନ୍ତି । ତଦନ୍ତର ଅଗ୍ରଗତି ନେଇ ରିପୋର୍ଟ ଦାଖଲ କରିବାକୁ ଡେଡଲାଇନ ଦେଇଛନ୍ତି କମିଶନ । ୧୯ ତାରିଖ ସୁଧା ପୋଲିସ କମିଶନର ତଦନ୍ତ ରିପୋର୍ଟ ରାଜ୍ୟ ମାନବାଧିକାର କମିଶନଙ୍କ ଠାରେ ଦାଖଲ କରିବକୁ ନିର୍ଦ୍ଦେଶ କରିଛନ୍ତି କମିଶନ । ଜୁଲାଇ ୧୯ ତାରିଖରେ ରାଜ୍ୟ ମାନବାଧିକାର କମିଶନ ଘଟଣାର ପରବର୍ତ୍ତୀ ଶୁଣାଣୀ କରିବେ ବୋଲି ଜଣାଯାଇଛି ।

ସୂଚନା ଅନୁସାରେ,ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟ‌ର ଯୁକ୍ତ ୩ ପ୍ରଥମ ବର୍ଷ କଳା ଛାତ୍ରୀ ରୁଚିକା ମହାନ୍ତି ଶନିବାର ପୂର୍ବାହ୍ନରେ କାରୁବାକୀ ଛାତ୍ରୀନିବାସରେ ଆତ୍ମହତ୍ୟା କରିଛନ୍ତି। ବେକରେ ରଶି ଲଗାଇ ସେ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ୩ ସିନିୟର ଛାତ୍ରୀ ତାଙ୍କୁ ମାନସିକ ନିର୍ଯାତନା ଦେଉଥିବାରୁ ସେ ଆତ୍ମହତ୍ୟା ଭଳି ଚରମ ନିଷ୍ପତ୍ତି ନେଇଛନ୍ତି ବୋଲି ରୁଚିକାଙ୍କ ପକେଟ୍‌ରୁ ପୋଲିସ ପାଇଥିବା ସୁଇସାଇଡ୍‌ ନୋଟ୍‌ରେ ଉଲ୍ଲେଖ ଥିବା ଜଣାପଡ଼ିଛି । ଏହି ଘଟଣାକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.