ETV Bharat / city

ଆଜି ବସିବ ବିଜେଡି ବିଧାୟକ ଦଳ ବୈଠକ

author img

By

Published : Jul 1, 2022, 8:22 PM IST

Updated : Jul 2, 2022, 7:03 AM IST

ବଜେଟ ଅଧିବେଶନରେ ବିରୋଧୀଙ୍କୁ ମୁକାବିଲା ପାଇଁ ପ୍ରସ୍ତୁତ ହେବ ଶାସକ ଦଳ ବିଜେଡି । ଆଜି(ଶନିବାର) ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବିଧାୟକ ଦଳ ବୈଠକ । ଅଧିକ ପଢ଼ନ୍ତୁ

ଆସନ୍ତାକାଲି ବସିବ ବିଜେଡି ବିଧାୟକ ଦଳ ବୈଠକ
ଆସନ୍ତାକାଲି ବସିବ ବିଜେଡି ବିଧାୟକ ଦଳ ବୈଠକ

ଭୁବନେଶ୍ବର: ବଜେଟ ଅଧିବେଶନରେ ବିରୋଧୀଙ୍କୁ ମୁକାବିଲା ପାଇଁ ପ୍ରସ୍ତୁତ ହେବ ଶାସକ ଦଳ ବିଜେଡି । ଆଜି(ଶନିବାର) ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବିଧାୟକ ଦଳ ବୈଠକ । ବିରୋଧୀଙ୍କୁ ମୁକାବିଲା କରିବା ଲାଗି ବିଧାୟକଙ୍କୁ ଟିପ୍ସ ଦେବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।

ଆଜି(ଶନିବାର)ଠାରୁ ଆରମ୍ଭ ହେଉଛି ବିଧାନସଭାର ମୌସୁମୀ ଅଧିବେଶନ । ୨୪ ଦିନ ଧରି ଚାଲିବ ଏହି ଅଧିବେଶନ । ରାଜ୍ୟର ବିଭିନ୍ନ ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିବେ ବିରୋଧୀ । ବିରୋଧୀଙ୍କୁ ମୁକାବିଲା କରିବା ଲାଗି ପ୍ରସ୍ତୁତ ହେଉଛି ବିଜେଡି । ସେଥିପାଇଁ ଆଜି ବସିବ ବିଜେଡିର ବିଧାୟକ ଦଳ ବୈଠକ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ । ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ଏହି ବୈଠକ ବସିବ । ବିରୋଧୀଙ୍କୁ ମୁକାବିଲା କରିବା ପାଇଁ ରଣନୀତି ପ୍ରସ୍ତୁତ କରିବ ଦଳ ।

Last Updated : Jul 2, 2022, 7:03 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.