ETV Bharat / city

ସେପ୍ଟେମ୍ବର ୨ରୁ ବିଜେଡିର ସଦସ୍ୟତା ସଂଗ୍ରହ ଅଭିଯାନ

ବିଜେଡି ସଦସ୍ୟତା ସଂଗ୍ରହ ଅଭିଯାନ ନେଇ ନବୀନ ନିବାସରେ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ । ସେପ୍ଟେମ୍ବର ୨ ତାରିଖରୁ ବିଜୁ ଜନତା ଦଳର ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ ହେବ ।

author img

By

Published : Aug 27, 2019, 10:28 PM IST

ଫଟୋ ସୌଜନ୍ୟ- ସମ୍ବାଦଦାତା, ଭୁବନେଶ୍ବର

ଭୁବନେଶ୍ବର: ବିଜେଡି ସଦସ୍ୟତା ସଂଗ୍ରହ ଅଭିଯାନ ନେଇ ନବୀନ ନିବାସରେ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ । ସେପ୍ଟେମ୍ବର ୨ ତାରିଖରୁ ବିଜୁ ଜନତା ଦଳର ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ ହେବ । ଏନେଇ ନବୀନ ନିବାସରେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ ହୋଇଛି ।

ଭିଡିଓ ସୌଜନ୍ୟ- ସମ୍ବାଦଦାତା, ଭୁବନେଶ୍ବର

ବୈଠକରେ ଆବାହକ ଦେବୀ ପ୍ରସାଦ ମିଶ୍ର, ରାଜ୍ୟସଭା ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, ଅମର ପଟ୍ଟନାୟକ, ପ୍ରଣବ ପ୍ରକାଶ ଦାସ, ପ୍ରଦୀପ ପାଣିଗ୍ରାହୀ , ପ୍ରତାପ ଦେବ, ସଞ୍ଜୟ ଦାସବର୍ମା ଓ ପ୍ରମିଳା ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ। ବୈଠକରେ ସଭ୍ୟ ସଂଗ୍ରହ ଅଭିଯାନର ଆବାହକ ଦେବୀ ପ୍ରସାଦ ମିଶ୍ରଙ୍କ ସୂଚନା ଅନୁସାରେ, ସେପ୍ଟେମ୍ବର ୨ ତାରିଖରୁ ଅକ୍ଟୋବର ୩୧ ପର୍ଯ୍ୟନ୍ତ ହେବ ସଭ୍ୟ ସଂଗ୍ରହ ଅଭିଯାନ ।

ଗତଥର ୪୭ ଲକ୍ଷ ସଭ୍ୟ ସଂଗ୍ରହ କରାଯାଇଥିଲା । ଚଳିତ ବର୍ଷ ଏହାଠାରୁ ଅଧିକ ସଭ୍ୟ ସଂଗ୍ରହ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି । ଆଜି ବୈଠକରେ ସଭାପତିଙ୍କୁ ଏନେଇ ଅବଗତ କରାଯାଇଛି । ସଭାପତି ନବୀନ ପଟ୍ଟନାୟକଙ୍କ ଅନୁମୋଦନ ପରେ ସମ୍ପୂର୍ଣ୍ଣ ରୋଡମ୍ୟାପ ପ୍ରସ୍ତୁତ କରାଯିବ ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

Intro:ବିଜେଡି ସଦସ୍ୟତା ସଂଗ୍ରହ ଅଭିଯାନ ନେଇ ନବୀନ ନିବାସରେ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଲା ଗୁରୁତ୍ୱପୂର୍ଣ୍ଣ ବୈଠକ।

Body:ସେପ୍ଟେମ୍ବର ୨ ତାରିଖରୁ ବିଜୁ ଜନତା ଦଳର ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ ହେବ।ଏ ନେଇ ନବୀନ ନିବାସରେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଲା ଗୁରୁତ୍ୱପୂର୍ଣ୍ଣ ବୈଠକ।ବୈଠକରେ ଆବାହକ ଦେବୀ ପ୍ରସାଦ ମିଶ୍ର,ରାଜ୍ୟସଭା ସାଂସଦ ପ୍ରସନ୍ନ ଆଚାର୍ଯ୍ୟ,ଅମର ପଟ୍ଟନାୟକ,ପ୍ରଣବ ପ୍ରକାଶ ଦାସ, ପ୍ରଦୀପ ପାଣିଗ୍ରାହୀ,ପ୍ରତାପ ଦେବ,ସଞ୍ଜୟ ଦାସବର୍ମା,ପ୍ରମିଳା ମଲିକ ପ୍ରମୁଖ ଉପସ୍ଥିତ।

ବୈଠକରେ ସଭ୍ୟ ସଂଗ୍ରହ ଅଭିଯାନର ଆବାହକ ଦେବୀ ପ୍ରସାଦ ମିଶ୍ରଙ୍କ ସୂଚନା ଅନୁସାରେ ସେପ୍ଟେମ୍ବର ୨ ତାରିଖରୁ ଅକ୍ଟୋବର ୩୧ ପର୍ଯ୍ୟନ୍ତ ହେବ ସଭ୍ୟ ସଂଗ୍ରହ ଅଭିଯାନ।ଗତଥର ୪୭ ଲକ୍ଷ ସଭ୍ୟ ସଂଗ୍ରହ କରାଯାଇଥିଲା।ଚଳିତ ବର୍ଷ ଏହା ଠାରୁ ଅଧିକ ସଭ୍ୟ ସଂଗ୍ରହ ଲକ୍ଷ ଧାର୍ଯ୍ୟ କରାଯାଇଛି।ଆଜି ବୈଠକରେ ସଭାପତିଙ୍କୁ ଅବଗତ କରାଗଲା।ସଭାପତି ନବୀନ ପଟ୍ଟନାୟକଙ୍କ ଅନୁମୋଦନ ପରେ ସମ୍ପୂର୍ଣ୍ଣ ରୋଡମ୍ୟାପ ପ୍ରସ୍ତୁତ କରାଯିବ।

ବାଇଟ--ଦେବୀ ପ୍ରସାଦ ମିଶ୍ର ,ଆବାହକ ବିଜେଡି ସଭ୍ୟ ସଂଗ୍ରହ କମିଟି।

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.