ETV Bharat / city

Cmo Foreign Tour: ଭର୍ଚ୍ଚୁଆଲ ବିଧାନସଭା ଅଧିବେଶନରେ ଯୋଡ଼ି ହେବା ଗଣତନ୍ତ୍ରିକ ପରମ୍ପରା ପାଇଁ ଶୁଭ ଲକ୍ଷଣ ନୁହେଁ

ମୁଖ୍ୟମନ୍ତ୍ରୀ ଭର୍ଚ୍ଚୁଆଲ ପ୍ଲାଟଫର୍ମରେ ବିଧାନସଭା ଅଧିବେଶନରେ ଯୋଡ଼ି ହେବା ଗଣତାନ୍ତ୍ରିକ ପରମ୍ପରା ପାଇଁ ଶୁଭ ଲକ୍ଷଣ ନୁହେଁ । ଅଧିକ ପଢନ୍ତୁ

author img

By

Published : Jun 12, 2022, 10:04 PM IST

Cmo Foreign tour:ଭର୍ଚ୍ଚୁଆରେ ବିଧାନସଭା ଅଧିବେଶନରେ ଯୋଡ଼ି ହେବା ଗଣତନ୍ତ୍ରିକ ପରମ୍ପରା ପାଇଁ ଶୁଭ ଲକ୍ଷଣ ନୁହେଁ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ଭର୍ଚ୍ଚୁଆଲ ପ୍ଲାଟଫର୍ମରେ ବିଧାନସଭା ଅଧିବେଶନରେ ଯୋଡ଼ି ହେବା ଗଣତାନ୍ତ୍ରିକ ପରମ୍ପରା ପାଇଁ ଶୁଭ ଲକ୍ଷଣ ନୁହେଁ । ଜୁଲାଇ ୨ରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭା ମୌସୁମୀ ତଥା ବଜେଟ୍ ଅଧିବେଶନ । ବଜେଟ୍ ଅଧିବେଶନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଦେଶ ଗସ୍ତରେ ରହି ଭର୍ଚ୍ଚୁଆଲ ମାଧ୍ୟମରେ ଏଥିରେ ଯୋଡ଼ି ହୋଇପାରନ୍ତି ବୋଲି ଇଂରେଜ ଖବର କାଗଜରେ ପ୍ରକାଶ ପାଇଛି ।

  • ମୁଖ୍ୟମନ୍ତ୍ରୀ ବିଧାନସଭାର ପରମ୍ପରା ଓ ଏହାର ଗୁରୁତ୍ୱକୁ ବୁଝି ବଜେଟ୍ ଅଧିବେଶନ ପୂର୍ବରୁ କିମ୍ବା ପରେ ଗସ୍ତ ଯୋଜନା କରିଥିଲେ ଭଲ ହୋଇଥା’ନ୍ତା । ଅଧିବେଶନ ସମୟରେ ଗୃହରେ ପ୍ରତ୍ୟକ୍ଷ ଭାବେ ନ ରହିବା ଗ୍ରହଣୀୟ ନୁହେଁ । ଭର୍ଚ୍ଚୁଆଲ ପ୍ଲାଟଫର୍ମରେ ବିଧାନସଭା ଅଧିବେଶନରେ ଯୋଡ଼ି ହେବା ; ଗଣତାନ୍ତ୍ରିକ ପରମ୍ପରା ପାଇଁ ଶୁଭ ଲକ୍ଷଣ ନୁହେଁ।

    — Samir Mohanty (@SamirMohantyBJP) June 12, 2022 " class="align-text-top noRightClick twitterSection" data=" ">

ଏହି ଖବର ସତ୍ୟ ହୋଇଥିଲେ ଚିନ୍ତାଜନକ ବୋଲି କହିଛନ୍ତି ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି । ଏ ପ୍ରସଙ୍ଗରେ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ଏକ ଟୁଇଟ ମଧ୍ୟ କରିଛନ୍ତି । ସେ ସେଥିରେ ଲେଖିଛନ୍ତି ଯେ, ଜୁଲାଇ ୨ରୁ ଆରମ୍ଭ ହେବାକୁ ଥିବା ବିଧାନସଭା ମୌସୁମୀ ତଥା ବଜେଟ୍ ଅଧିବେଶନ ସମୟରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଦେଶ ଗସ୍ତରେ ଥିବା ବେଳେ ଭର୍ଚ୍ଚୁଆଲ ପ୍ଲାଟଫର୍ମ ମାଧ୍ୟମରେ ଅଧିବେଶନରେ ରହିପାରନ୍ତି ବୋଲି ଦୈନିକ ଇଂରାଜୀ ସମ୍ବାଦପତ୍ରରେ ପ୍ରକାଶ ପାଇଛି ।

  • ବିଧାନସଭା ହେଉଛି ସାଢ଼େ ୪ କୋଟି ଓଡ଼ିଆଙ୍କ ପାଇଁ ଗଣତନ୍ତ୍ରର ମନ୍ଦିର। ରାଜ୍ୟର ବିକାଶ ସହ ଜଡ଼ିତ ବିଭିନ୍ନ ବିଷୟ ଉପରେ ଗୃହରେ ଆଲୋଚନା ହୋଇଥାଏ । ଗଣତନ୍ତ୍ରକୁ ସମ୍ମାନ ଦେଇ ରାଜ୍ୟର ମୁଖ୍ୟମନ୍ତ୍ରୀ ଗୁରୁତ୍ୱପୂର୍ଣ୍ଣ ବଜେଟ୍ ଅଧିବେଶନ ବେଳେ ପ୍ରତ୍ୟକ୍ଷ ଭାବରେ ଗୃହରେ ରହିବା ଆବଶ୍ୟକ ବୋଲି ମୁଁ ମନେ କରୁଛି ।

ଯଦି ଏହି ଖବର ସତ୍ୟ ହୋଇଥାଏ, ଏହା ଚିନ୍ତାଜନକ । ମୁଖ୍ୟମନ୍ତ୍ରୀ ବିଧାନସଭାର ପରମ୍ପରା ଓ ଏହାର ଗୁରୁତ୍ବକୁ ବୁଝି ବଜେଟ୍ ଅଧିବେଶନ ପୂର୍ବରୁ କିମ୍ବା ପରେ ଗସ୍ତ ଯୋଜନା କରିଥିଲେ ଭଲ ହୋଇଥା’ନ୍ତା । ଅଧିବେଶନ ସମୟରେ ଗୃହରେ ପ୍ରତ୍ୟକ୍ଷ ଭାବେ ନ ରହିବା ଗ୍ରହଣୀୟ ନୁହେଁ । ଭର୍ଚ୍ଚୁଆଲ ପ୍ଲାଟଫର୍ମରେ ବିଧାନସଭା ଅଧିବେଶନରେ ଯୋଡ଼ି ହେବା ଗଣତନ୍ତ୍ରିକ ପରମ୍ପରା ପାଇଁ ଶୁଭ ଲକ୍ଷଣ ନୁହେଁ । ବିଧାନସଭା ହେଉଛି ସାଢ଼େ ୪ କୋଟି ଓଡ଼ିଆଙ୍କ ପାଇଁ ଗଣତନ୍ତ୍ରର ମନ୍ଦିର । ରାଜ୍ୟର ବିକାଶ ସହ ଜଡ଼ିତ ବିଭିନ୍ନ ବିଷୟ ଉପରେ ଗୃହରେ ଆଲୋଚନା ହୋଇଥାଏ । ଗଣତନ୍ତ୍ରକୁ ସମ୍ମାନ ଦେଇ ରାଜ୍ୟର ମୁଖ୍ୟମନ୍ତ୍ରୀ ଗୁରୁତ୍ବପୂର୍ଣ୍ଣ ବଜେଟ ଅଧିବେଶନ ବେଳେ ପ୍ରତ୍ୟକ୍ଷ ଭାବରେ ଗୃହରେ ରହିବା ଆବଶ୍ୟକ ବୋଲି କହିଛନ୍ତି ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ।

  • ଜୁଲାଇ ୨ରୁ ଆରମ୍ଭ ହେବାକୁ ଥିବା ବିଧାନସଭା ମୌସୁମୀ ତଥା ବଜେଟ୍ ଅଧିବେଶନ ସମୟରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ @Naveen_Odisha ବିଦେଶ ଗସ୍ତରେ ଥିବା ବେଳେ ଭର୍ଚ୍ଚୁଆଲ ପ୍ଲାଟଫର୍ମ ମାଧ୍ୟମରେ ଅଧିବେଶନରେ ରହିପାରନ୍ତି ବୋଲି ଦୈନିକ ଇଂରାଜୀ ସମ୍ବାଦ ପତ୍ର @NewIndianXpress ରେ ପ୍ରକାଶ ପାଇଛି। ଯଦି ଏହି ଖବର ସତ୍ୟ ହୋଇଥାଏ,ଏହା ଚିନ୍ତାଜନକ।

ଆସନ୍ତା 20 ତାରିଖରୁ 10 ଦିନିଆ ବିଦେଶ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମେ ଇଟାଲୀର ରୋମ ଓ ପରେ ଦୁବାଇ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ଦୁବାଇରେ ଓଡ଼ିଶା ଇନଭେଷ୍ଟର୍ସ ମିଟ୍ କାର୍ଯ୍ୟକ୍ରମର ଆୟୋଜନ ହେବ । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ନବୀନ । ଶେଷଥର ପାଇଁ 2012 ମଇ ମାସରେ ସେ ଲଣ୍ଡନ ଗସ୍ତ କରିଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.