ETV Bharat / city

48 ଘଣ୍ଟା ପାଇଁ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ବନ୍ଦ ନିର୍ଦ୍ଦେଶ ଦେଲା ବିଏମସି

48 ଘଣ୍ଟା ପାଇଁ ବନ୍ଦ ରହିବ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ । ଭୁବନେଶ୍ବର କଳ୍ପନା ଛକ ସ୍ଥିତ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆସନ୍ତା ୪୮ ଘଣ୍ଟା ବନ୍ଦ ରଖିବାକୁ ନୋଟିସ ଜାରି କରିଛି ଭୁବନେଶ୍ବର ମହାନଗର ନିଗମ । ଅଧିକ ପଢନ୍ତୁ...

author img

By

Published : Aug 16, 2020, 9:22 PM IST

BMC ordered the sub-collector office to be closed for 48 hours
48 ଘଣ୍ଟା ପାଇଁ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ବିଏମସିର ବନ୍ଦ ନିର୍ଦ୍ଦେଶ

ଭୁବନେଶ୍ବର: 48 ଘଣ୍ଟା ପାଇଁ ବନ୍ଦ ରହିବ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ । ଭୁବନେଶ୍ବର କଳ୍ପନା ଛକ ସ୍ଥିତ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆସନ୍ତା ୪୮ ଘଣ୍ଟା ବନ୍ଦ ରଖିବାକୁ ନୋଟିସ ଜାରି କରିଛି ଭୁବନେଶ୍ବର ମହାନଗର ନିଗମ ।

ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମେତ ତହସିଲ କାର୍ଯ୍ୟାଳୟ ଓ ସବ ରେଜିଷ୍ଟ୍ରାରଙ୍କ କାର୍ଯ୍ୟାଳୟରେ କୋରୋନା ପଜିଟିଭ ଚିହ୍ନଟ ହେବା ପରେ ବିଏମସି ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ରବିବାର ବିଏମସି ଦକ୍ଷିଣ-ପୂର୍ବ ଜୋନ ପକ୍ଷରୁ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ବନ୍ଦ କରି ସମ୍ପୂର୍ଣ୍ଣ ବିଶୋଧନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ତେବେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ସମସ୍ତ କର୍ମଚାରୀ ଓ ପଦାଧିକାରୀଙ୍କୁ ଘରେ ରହି କାମ କରିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି । ଏହି ସମୟ ମଧ୍ୟରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଥିବା ତହସିଲ ଓ ସବ ରେଜିଷ୍ଟ୍ରାରଙ୍କ କାର୍ଯ୍ୟାଳୟକୁ ମଧ୍ୟ ବିଶୋଧନ କରିବାକୁ ଚିଠିରେ ଉଲ୍ଲେଖ ରହିଛି ।

ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.