ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ ବୈଠକ ଶେଷ । 7ଟି ପ୍ରସ୍ତାବ ଉପରେ ଆଲୋଚନା । ମୁଖ୍ୟତଃ ଓବିସି ସଂରକ୍ଷଣ ପ୍ରସଙ୍ଗରେ ବୈଠକରେ ଆଲୋଚନା ହୋଇଥିବା ସୂଚନା।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିଥିଲା ବୈଠକ । ଯେଉଁଥିରେ ବିଭାଗୀୟ ମନ୍ତ୍ରୀ ମାନଙ୍କ ସହିତ ମୁଖ୍ୟ ଶାସନ ସଚିବ ପ୍ରମୁଖ ଉପସ୍ଥିତ ଥିଲେ ।
ଭୁବନେଶ୍ବରରୁ ତପନ ଦାସ, ଇଟିଭି ଭାରତ