ETV Bharat / city

ପଞ୍ଚାୟତ ନିର୍ବାଚନ ପାଇଁ ପ୍ରାର୍ଥୀ ଚୟନ ସରିଛି: ସୁର

author img

By

Published : Jan 13, 2022, 10:16 PM IST

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନାମାଙ୍କନ ଦାଖଲକୁ ଆଉ କେଇଟା ଦିନ ବାକି । କଂଗ୍ରେସ ପ୍ରାର୍ଥୀ ଚୟନ ସରିଛି, ଖୁବଶୀଘ୍ର ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ ବୋଲି କହିଛନ୍ତି ସୁର ରାଉତରାୟ । ଅଧିକ ପଢନ୍ତୁ

ପଞ୍ଚାୟତ ନିର୍ବାଚନ ପାଇଁ ପ୍ରାର୍ଥୀ ଚୟନ ସରିଛି: ସୁର ରାଉତରାୟ

ଭୁବନେଶ୍ବର: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନାମାଙ୍କନ ଦାଖଲକୁ ଆଉ କେଇଟା ଦିନ ବାକି ରହିଛି । ଶାସକ ବିଜେଡି ପକ୍ଷରୁ ପ୍ରାର୍ଥୀ ଚୟନ କାର୍ଯ୍ୟ ପ୍ରାୟତଃ ସରିଥିବା ବେଳେ ବିରୋଧୀ କଂଗ୍ରେସ ଓ ବିଜେପି ମଧ୍ୟ ଦଳୀୟ ହାଇକମାଣ୍ଡଙ୍କ ଗ୍ରୀନ ସିଗନାଲକୁ ଅପେକ୍ଷା କରିଛନ୍ତି । ଏପଟେ ଚାଷୀ, ଯୁବକ ମାନଙ୍କ ପ୍ରାର୍ଥୀ ସପକ୍ଷରେ ମତ ଦେଇଛି କଂଗ୍ରେସ ।

କଂଗ୍ରେସ ପ୍ରାର୍ଥୀ ଚୟନ ସରିଛି, ଖୁବଶୀଘ୍ର ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ । ବେରୋଜଗାରୀ, ଦରଦାମ ବୃଦ୍ଧି, ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି, ମହିଳା ହିଂସା ବୃଦ୍ଧି ନେଇ ସାଧାରଣ ଲୋକଙ୍କ ପାଖକୁ ଯିବ କଂଗ୍ରେସ ବୋଲି କହିଛନ୍ତି କଂଗ୍ରେସ ବିଧାୟକ ସୁର ରାଉତରାୟ ।ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.